Odia News Portal

ଆଇସିୟୁରେ ଲତା ମଙ୍ଗେସକର

କରୋନା କବଳରେ ସୁରସାମ୍ରାଜ୍ଞୀ ଲତା ମଙ୍ଗେସକର । ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ମୁମ୍ବାଇ ର ବ୍ରିଚକାଣ୍ଡି ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି ।

ପେବୃଆରୀ ୧୬ରୁ ପଞ୍ଚାୟତ ନିର୍ବାଚନ ଆରମ୍ଭ

ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ବାଜିଛି ବିଗୁଲ । ୫ଟି ପର୍ୟ୍ୟାୟରେ ହେବ ମତଦାନ । ଫ୍ରେବୁଆରୀ ୧୬, ୧୮, ୨୦, ୨୨, ୨୪ରେ ଭୋଟ ଗ୍ରହଣ । ଫ୍ରେବୁଆରୀ ୨୬,୨୭, ୨୮ରେ ହେବ ଭୋଟ ଗଣତି । ମିଥ୍ୟା ସତ୍ୟପାଠ ଦେଲେ ପ୍ରାର୍ଥୀଙ୍କୁ ଦଣ୍ଡିତ କରିବାକୁ ପ୍ରାବଧାନ ରହିଛି । ଭୋଟ ଗ୍ରହଣ ସରିଲେ…

ଆଜି ରାଜ୍ୟରେ ୭୦୭୧ କରୋନା ପଜିଟିଭ ଚିହ୍ନଟ

ରାଜ୍ୟରେ ପୁଣି କରୋନାର ଲମ୍ବା ଆତଙ୍କ । ଗତ ୨୪ଘଣ୍ଟାରେ ଆଉ ୭୦୭୧କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୨୨୨୬ ନୂଆ କେସ ରହିଛି। ସୁନ୍ଦରଗଡରୁ ୧୧୪୭, ସମ୍ବଲପୁରରୁ ୬୦୯ , କଟକରୁ ୫୦୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଆକ୍ଟିଭ୍ କେସ୍ ରହିଛି ୨୭ହଜାର ୨୧୬।…

ପଞ୍ଚାୟତ ନିର୍ବାଚନ ପାଇଁ ଆଜି ଘୋଷଣା ହୋଇପାରେ ତାରିଖ

ଆଜି ପଞ୍ଚାୟତ ନିର୍ବାଚନ ପାଇଁ ଘୋଷଣା ହୋଇପାରେ ତାରିଖ । ରାଜ୍ୟ ନିର୍ବାଚନ କମିଶନ ଯେକୌଣସି ମୁହୂର୍ତ୍ତରେ ତାରିଖ ଘୋଷଣା କରିପାରନ୍ତି । ଗତକାଲି ପଞ୍ଚାୟତ ନିର୍ବାଚନ ପାଇଁ ରାଜନୈତିକ ଦଳଗୁଡ଼ିକ ଠାରୁ ମତାମତ ନେଇଥିଲେ କମିଶନ । କରୋନା ଯୋଗୁ ପଞ୍ଚାୟତ ନିର୍ବାଚନକୁ ଘୁଞ୍ଚାଇବାକୁ କିଛି…

ନୂଆ ଓଡ଼ିଆ ଚଳଚ୍ଚିତ୍ର ରୁଦ୍ରାଣୀର ଶୁଭାରମ୍ଭ

ଭୁବନେଶ୍ୱର : ଅଭିନୟରେ ଓଡିଶାବାସୀଙ୍କ ହୃଦୟ ଜିତିଥିଲେ ଝିଲିକ୍। ମ୍ୟାରେଜ୍ ପରେ କିନ୍ତୁ ଅଭିନୟ ଠାରୁ ଦୂରେଇ ଯାଇଥିଲେ । ଏବେ ପୁଣି ଥରେ ଗ୍ଲାମର୍ ଇଣ୍ଡଷ୍ଟ୍ରିକୁ କରିଛନ୍ତି ବ୍ୟାକ୍ । ତେବେ କେବଳ ଅଭିନୟ ନୁହେଁ ବରଂ ପ୍ରଯୋଜନାରେ ପାଦ ଥାପିଛନ୍ତି । ସେ ଆଉ କେହି ନୁହନ୍ତି ଆପଣଙ୍କ ପ୍ରିୟ…

ହାଇକୋର୍ଟରେ ପହଞ୍ଚିଲେ ତପସ୍ୱିନୀଙ୍କ ଶ୍ୱଶୁର

ବହୁଚର୍ଚ୍ଚିତ ବ୍ରହ୍ମପୁର ସୁମିତ-ତପସ୍ୱିନୀ ପାରିବାରିକ କଳହ ମାମଲା । ଏତଲା ଦେବା ପରେ କାର୍ୟ୍ୟାନୁଷ୍ଠାନରେ ବିଳମ୍ବ ନେଇ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ପ୍ରମୋଦ ସାହୁ । ଗତ ଡିସେମ୍ବର ୨୦ ତାରିଖରେ ତପସ୍ୱିନୀ, ପ୍ରମିଳା ତ୍ରିପାଠୀ ଓ ତାଙ୍କ ୩୦ରୁ ଅଧିକ ସହଯୋଗୀ ଅଭଦ୍ର ଭାଷାରେ ଗାଳି ଦେବା…

ପୁଣି ରାଜଧାନୀରେ ଯୁବତୀଙ୍କୁ ହତ୍ୟା

ରାଜଧାନୀ ଭୁବନେଶ୍ୱରରେ ଯୁବତୀଙ୍କୁ ହତ୍ୟା । ଭରତପୁର ଥାନା ଅନ୍ତର୍ଗତ ତାରିଣୀ ବସ୍ତିରେ ଘଟିଛି ଏହି ହତ୍ୟାକାଣ୍ଡ । ରବିବାର ରାତିରେ ଏଭଳି ଘଟଣା ଘଟିଥିବା ସୂଚନା ମିଳିଛି । ହତ୍ୟା ହୋଇଥିବା ଯୁବତୀଙ୍କ ନାମସୁରେଖା ପଲେଇ । ଘଟଣା ସ୍ଥଳରେ ଭରତପୁର ଥାନା ପୋଲିସ ପହଞ୍ଚି ତଦନ୍ତ ଚଳାଇଛି।…

ରାଜ୍ୟରେ ୧୦୦ ଟପିଲା ଓମିକ୍ରନ ଆକ୍ରନ୍ତଙ୍କ ସଂଖ୍ୟା

ଦିନକୁ ଦିନ ବୃଦ୍ଧି ପାଉଛି ଓମିକ୍ରନ ଆକ୍ରନ୍ତଙ୍କ ସଂଖ୍ୟା ରାଜ୍ୟରେ ଆଉ ୨୮ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ । ଓଡିଶାରେ ୧୦୦ ଟପିଛି ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩କୁ ବୃଦ୍ଧି ହୋଇଛି। ଏନେଇ ILS ପକ୍ଷରୁ ସ୍ୱାସ୍ଥ୍ୟ ବିଭାଗକୁ ଅବଗତ କରାଗଲା ।…

ଟିକା ନନେଇଥିଲେ କରିପାରିବନି ଟ୍ରେନ ଯାତ୍ରା

ଦିନକୁ ଦିନ କରୋନା ଭୂତାଣୁ ବଢି ବଢି ଯାଇଥିବାରୁ ରେଳବାଇ ଏକ ନୂତନ ଗାଇଡଲାଇନ ଜାରି କରିଛି। ବାସ୍ତବରେ, ଗତ ଦୁଇ ବର୍ଷ ମଧ୍ୟରେ କରୋନା ମହାମାରୀ ଯୋଗୁଁ ଲୋକଙ୍କ ଜୀବନରେ ଅନେକ ପରିବର୍ତ୍ତନ ଆସିଛି। କରୋନାଭାଇରସ୍ କାରଣରୁ ଲକ୍ଷ ଲକ୍ଷ ଲୋକ ପ୍ରାଣ ହରାଇଛନ୍ତି। ଏଭଳି ପରିସ୍ଥିତିରେ ସରକାର…

୩ ମାସ ସ୍ଥଗିତ କରାଯାଉ ପଞ୍ଚାୟତ ନିର୍ବାଚନ

ପଞ୍ଚାୟତ ନିର୍ବାଚନ ପାଇଁ ଗାଇଡଲାଇନ୍ ପ୍ରସ୍ତୁତ କରୁଛୁ ବୋଲି ରାଜ୍ୟ ନିର୍ବାଚନ କମିସନ ଆଦିତ୍ୟ ପ୍ରସାଦ ପାଢୀ କହିବା ପରେ ପଞ୍ଚାୟତ ନିର୍ବାଚନକୁ ୩ ମାସ ସ୍ଥଗିତ ରଖିବାକୁ ବିଜେପି, କଂଗ୍ରେସ ଓ ସିପିଏମ୍ ଭଳି ବିରୋଧୀ ଦଳ ପକ୍ଷରୁ ଦାବି କରାଯାଇଛି। ଆଜି ନିର୍ବାଚନ କମିସନଙ୍କ ସର୍ବଦଳୀୟ…