ରାଜ୍ୟର ସବୁ ଜିଲ୍ଲାରେ ଓମିକ୍ରନ
ଓଡିଶାରେ ୪/୫ ଟି ଜିଲ୍ଲାରେ ଅଧିକା ସଂକ୍ରମଣ ହେଉଛି। ଏହାସହ ସବୁ ଜିଲ୍ଲାରେ ଓମିକ୍ରନର ଉପସ୍ଥିତି ରହିଛି। ଏହା କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି, ଦେଶରେ ସଂକ୍ରମଣ ବଢିବା ସହ ରାଜ୍ୟରେ ମଧ୍ୟ ଆତଙ୍କ ବଢୁଛି। କିଛି ବିଶେଷଜ୍ଞ କହିଛନ୍ତି ଦିଲ୍ଲୀ,!-->…
