ସମରେ ଜଟିଳ ହୃଦରୋଗର ସଫଳ ଅସ୍ତ୍ରୋପଚାର
ଭୁବନେଶ୍ୱ ର : ସମ୍ ହସ୍ପିଟାଲ୍ରେ ଜଟିଳ ହୃଦରୋଗର ସଫଳ ଅସ୍ତ୍ରୋପଚାର ଓ ଚିକିତ୍ସା ଫଳରେ ଜଣେ ୨୮ବର୍ଷର୍ର୍ ର୍ ବୟସର ଯୁବକ ନୂଆ ଜୀବନ ପାଇଛନ୍ତି । ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ରେ ଡାକ୍ତରଙ୍କ ବିରଳ!-->…
