ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ପକ୍ଷରୁ ଜନ ଜାଗରଣ ଯାତ୍ରାର ଶୁଭାରମ୍ଭ
ଭୁବନେଶ୍ୱର: ଦେଶରେ ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଅହେତୁକ ଦରବୃଦ୍ଧି ନିତ୍ୟ ବ୍ୟବହାର୍ଯ୍ୟ ଦ୍ରବ୍ୟର ଆକାଶ ଛୁଆଁ ମୂଲ୍ୟ ବୃଦ୍ଧି ପ୍ରତିବାଦରେ ନିଖିଳ ଭାରତ କଂଗ୍ରେସ କମିଟି ନିଷ୍ପତିକ୍ରମେ ସାରା ଦେଶରେ କଂଗ୍ରେସ ଦଳପକ୍ଷରୁ ନଭେମ୍ବର ୧୪ ରୁ ୨୯ ତାରିଖ ମଧ୍ୟରେ ସପ୍ତାହ ବ୍ୟାପି ଜନ!-->…
