Odia News Portal

ଏନସିବିକୁ ଏହି ପ୍ରତିଶ୍ରୁତି ଦେଲେ ଆର୍ୟନ

ମୁମ୍ବାଇ: କ୍ରୁଜ୍ ଡ୍ରଗ୍ସ ପାର୍ଟି ମାମଲାରେ ଗିରଫ ହୋଇଥିବା ଶାହାରୁଖ ଖାନଙ୍କ ପୁଅ ଆର୍ଯ୍ୟନ୍ ଖାନ ଏନସିବି ହେପାଜତ ସମୟରେ ପରାମର୍ଶ ଦିଆଯାଇଛି। ଡ୍ରଗ୍ସରୁ ମୁକ୍ତି ପାଇବାକୁ ତାଙ୍କୁ ପରାମର୍ଶ ଦିଆଯାଇଛି। ଜୋନାଲ ନିର୍ଦ୍ଦେଶକ ସମୀର ୱାନଖେଡେଙ୍କ ଦ୍ୱାରା ଆର୍ଯ୍ୟନ୍ ଖାନଙ୍କୁ ପରାମର୍ଶ

ସ୍କୁଲ ଖୋଲିବା ନେଇ ଆସିଲା ଗାଇଡଲାଇନ୍, ଜାଣନ୍ତୁ କଣ ରହିଛି ନିୟମ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶମତେ , ରାଜ୍ୟରେ ଥିବା ସମସ୍ତ ସରକାରୀ , ବେସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସମସ୍ତ ଓଡ଼ିଆ ଓ ଇଂରାଜୀ ମାଧ୍ୟମ ବିଦ୍ୟାଳୟର ଏକାଦଶ ଓ ଅଷ୍ଟମଶ୍ରେଣୀ ଯଥାକ୍ରମେ ତା ୨ ୧.୧୦.୨୦ ୨୧ରିଖ ଓ ୨୫.୧୦.୨୦୨୧ରିଖ ଠାରୁ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି ।

ଏହିସବୁ ଜିଲ୍ଲାରେ ପ୍ରବଳ କୁଟିବ

ଭୁବନେଶ୍ୱର: ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ  ଜାରି କରିଛି । ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ସୁନ୍ଦରଗଡ, କେନ୍ଦୁଝର, ଦେବଗଡ, ଯାଜପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ଘଡଘଡି ଓ ବଜ୍ରପାତ ନେଇ ୧୭ ଜିଲ୍ଲାକୁ ସତର୍କ ସୂଚନା

ଆର.କେ ଶର୍ମାଙ୍କୁ ମିଳିଲା ଦୁଇଟି ଗୁରୁ ଦାୟିତ୍ୱ

ଭୁବନେଶ୍ୱର: ଭାରତୀୟ ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ରାଜ କୁମାର ଶର୍ମାଙ୍କୁ ମିଳିଲା ନୂଆ ଦାୟିତ୍ୱ । ଆଇଏଏସ୍ ପ୍ରଦୀପ ମହାପାତ୍ରଙ୍କ ବଦଳିପରେ ଖାଲି ପଡ଼ିଥିବା ସ୍ୱାସ୍ଥ୍ୟ ସଚିବ ଦାୟିତ୍ୱ ଏବେ ସମ୍ଭାଳିବେ ଆଇଏଏସ୍ ରାଜ କୁମାର ଶର୍ମା । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ

କେନାଲରେ ବୁଡ଼ି ପ୍ରାଣ ହରାଇଲେ ଦୁଇ ଭାଇ

ଯାଜପୁର: ଦୁଃଖ ଏମିତି ବି ଆସିଥାଏ । ଏକା ସାଙ୍ଗରେ ଦୁଇ ପୁଅଙ୍କୁ ଛଡ଼ାଇ ନେଲା ବାପା ମାଙ୍କଠାରୁ । କଇଁଫୁଲ ତୋଳିବାକୁ ଯାଇଥିବାବେଳେ କେନାଲରେ ଭାସିଗଲେ ଦୁଇ ଭାଇ । ଯାଜପୁର ଜିଲ୍ଲା ମଙ୍ଗଳପୁର ଥାନା ଗୋପପୁର ଗାଁରେ ଘଟିଛି ଦୁଃଖଦ ଘଟଣା । ଏକାସାଙ୍ଗରେ ଦୁଇ ଭାଇଙ୍କ ଜୀବନ ଯାଇଛି । ମୃତକଙ୍କ

ପ୍ରଦୀପ ପାଣିଗ୍ରାହୀଙ୍କ ଘରୁ ୧୪୪୦ ଗ୍ରାମ୍ ସୁନା ଜବତ

ଭୁବନେଶ୍ୱର: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଆୟ ବର୍ହିଭୂତ ସମ୍ପତ୍ତିର ଯାଞ୍ଚ କରୁଛି ଭିଜିଲାନ୍ସ । ଗତକାଲି ୨୩ ଘଣ୍ଟା ଧରି ବିଧାୟକ, ତାଙ୍କ ସମ୍ପର୍କୀୟ ଓ ସହଯୋଗୀଙ୍କ ଘରେ ରେଡ୍ ହୋଇଥିଲା । ଖୋଳତାଡ ବେଳେ ତାଙ୍କ ଘରୁ ୧୪୪୦ ଗ୍ରାମର ସୁନା ଅଳଙ୍କାର ଜବତ ହୋଇଛି । ଏଥିସହ

କେରଳରେ ଜଳ ପ୍ରଳୟ: ଆଖି ପିଛୁଳାକେ ଭାସିଗଲା କୋଠାଘର

ଥିରୁବନ୍ତପୁରମ୍: ଭଗବାନଙ୍କ ଘରେ ତ୍ରାହି ତ୍ରାହି । ଦେବଭୂମି କେରଳରେ ବର୍ଷା ଆଣିଛି ଜଳ ପ୍ରଳୟ । ଚାରିଆଡେ ବନ୍ୟା ବିଭୀଷିକା । ଅବିଶ୍ରାନ୍ତ ବର୍ଷାରେ ଘରଦ୍ୱାର ଭାସିଯିବା ସହ ଭାଙ୍ଗି ଯାଇଛି । ବିଭିନ୍ନ ସ୍ଥାନରେ ବର୍ଷା ଓ ଭୂସ୍ଖଳନ ନେଲାଣି ୨୦ରୁ ଅଧିକ ଜୀବନ । ବହୁ ନିଖୋଜ ଅଛନ୍ତି

ଆଜି ରାଜ୍ୟରେ ୫ ମୁଣ୍ଡ ନେଲା ମହାମାରୀ

ଭୁବନେଶ୍ୱର: ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୫ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ସୁନ୍ଦରଗଡ ଜିଲାରେ ୨ ଜଣ ପ୍ରାଣ ହରାଇଥିବାବେଳେ ବରଗଡ, ଖୋର୍ଦ୍ଧା ଓ ଝାରସୁଗୁଡା ଜିଲାରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଏଥିସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା

କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସପେଣ୍ଡ

ବଲାଙ୍ଗୀର : ପୋଲିସ ବ୍ୟାରେକ୍‌ରୁ ସ୍କୁଲ୍ ସଭାପତି ଚମ୍ପଟ ମାରିବା ଘଟଣା । ଦାୟିତ୍ୱରେ ଥିବା ୩ ପୋଲିସ କର୍ମଚାରୀ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି । କର୍ତ୍ତବ୍ୟରେ ଅବହେଳା ପାଇଁ ୩ଜଣଙ୍କୁ ସସ୍‌ପେଣ୍ଡ କଲେ ଏସ୍‌ପି । ସ୍କୁଲ୍ ପରିଚାଳନା କମିଟି ସଭାପତି ଗୋବିନ୍ଦ ସାହୁ ଚମ୍ପଟ ମାରିଛନ୍ତି ।

ନାଗାବଳି ନଦୀରେ ଭାସିଗଲେ ବାପପୁଅ

ରାୟଗଡା: ରାୟଗଡା ସହର ଉପକଣ୍ଠରେ ଥିବା ନାଗାବଳୀ ନଦୀର ଝୁଲାପୋଲ ଏବଂ ହାତିପଥର ନିକଟରେ ପାରଳାଖେମୁଣ୍ଡିର ଦୁଇଜଣ ପର୍ଯ୍ୟଟକ ନିଖୋଜ ହୋଇଛନ୍ତି। ନିଖୋଜ ଦୁଇ ଜଣ ହେଲେ ପାରଳାଖେମୁଣ୍ଡି ସହରର କେ. ଜିତେନ୍ଦ୍ର (୧୯) ଓ କେ. ଶ୍ରୀନିବାସ (୪୫)। ସେମାନେ ବାପା ଓ ପୁଅ ବୋଲି ଜଣାପଡିଛି। ସେମାନଙ୍କ