୧୫ରୁ ଭାରତ-ଫ୍ରାନ୍ସ ମିଳିତ ସମରାଭ୍ୟାସ
ନୂଆଦିଲ୍ଲୀ: ଚଳିତ ମାସ ୧୫ ତାରିଖରୁ ଭାରତ ଓ ଫ୍ରାନ୍ସର ମିଳିତ ସମରାଭ୍ୟାସ ଆରମ୍ଭ ହେବାକୁ ଯାଉଛି । ବନ୍ଦର ନଗରୀ ଫ୍ରେଜସଠାରେ ଏହି ସାମରିକ ଅଭ୍ୟାସ ଅନୁଷ୍ଠିତ ହେବ । ବିଶେଷକରି ଆତଙ୍କବାଦ ମୁକାବିଲା ଅଭିଯାନକୁ ଏହି ଅଭ୍ୟାସ ସମୟରେ ଅଧିକ ଗୁରୁତ୍ୱ ଦିଆଯିବ । ଏହା ଚଳିତ ନଭେମ୍ବର ମାସ ୨୬!-->…
