Odia News Portal

ଆଜି ପୋଗାସସ୍ ମାମଲାର ରାୟ ଶୁଣାଣି

ନୂଆଦିଲ୍ଲୀ: ପେଗାସସ୍ ମାମଲାରେ ସୁପ୍ରିମକୋର୍ଟ ଆଜି ରାୟ ଶୁଣାଇବେ । ଏହି ପ୍ରସଙ୍ଗରେ ନିରପେକ୍ଷ ବିଶେଷଜ୍ଞ କମିଟି ଗଠନ କରିବାକୁ ସରକାର ପ୍ରସ୍ତାବ ଦେଇଥିଲେ। ଏହାକୁ ଆବେଦନକାରୀମାନେ ବିରୋଧ କରିଥିଲେ। ସୁପ୍ରିମକୋର୍ଟ ନିଜ ପକ୍ଷରୁ ଏକ କମିଟି ଗଠନ କରିବେ ବୋଲି ସଙ୍କେତ ଦେଇଥିଲେ ।

ଆଜି ବିଜୁ ଛାତ୍ର ଜନତା ଦଳର ରାଜ୍ୟସ୍ତରୀୟ ପ୍ରଶିକ୍ଷଣ

ପୁରୀ: ଆଜି ବିଜୁ ଛାତ୍ର ଜନତା ଦଳର ରାଜ୍ୟସ୍ତରୀୟ ପ୍ରଶିକ୍ଷଣ ଆୟୋଜିତ ହେଉଛି । ବିଜେଡିକୁ ତୃଣମୂଳସ୍ତରରେ ଆହୁରି ଶକ୍ତିଶାଳୀ କରିବା ପାଇଁ ଗୁରୁମନ୍ତ୍ର ଦିଆଯିବ । ଏଥିରେ ନୟାଗଡ ବିଧାୟକ ତଥା ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ, ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ, ମାହାଙ୍ଗା ବିଧାୟକ

ଜାଣନ୍ତୁ ବାବାଙ୍କ ପ୍ରେମ ଓ ଆଶୀର୍ବାଦ ଅନୁଭବ କିପରି କରିବେ

ଭୁବନେଶ୍ୱର: ଶୁଦ୍ଧ ପ୍ରେମ ହିଁ ଆନ୍ତରିକ ପ୍ରାର୍ଥନା । ତମେ ବିଧିବଦ୍ଧ ଭାବେ ପ୍ରାର୍ଥନା କରବ । ନ କର ସେଥିରେ କିଛି ଯାଏ ଆସେ ନାହିଁ । ତମେ ବାବାଙ୍କୁ ପ୍ରେମ କରୁଛ ତାହା ହିଁ ତାଙ୍କର ଶ୍ରେଷ୍ଠ ନିରାଜନା ଓ ତାହା ହିଁ ବାବାଙ୍କୁ ସ୍ୱର୍ଶ କରିବ । ମନର ଅବସ୍ଥା ଭଲ ନଥିବା ବେଳେ ବାହ୍ୟିକ

କୋଇ ଜଙ୍ଗଲରୁ 2 ହରିଣ ଶିକାରୀ ଗିରଫ

ଗତକାଲି ରାତି ହିନ୍ଦୋଳ ସାରାଂଖିତ ଜଙ୍ଗଲରୁ 2 ହରିଣ ଶିକାରୀକୁ ଗିରଫ କରିବାରେ ହିନ୍ଦୋଳ ବନବିଭାଗ ସଫଳ ହୋଇଛି । ଉକ୍ତ ବ୍ୟକ୍ତି ଦୁଇଜଣ ହେଲେ 1. ସାମ ବାଦାନୀ,ବୟସ(50ବର୍ଷ), ପିତା-ଭାସ୍କର ବାଦାନୀ ,ହାତୁରା, PS- ହିନ୍ଦୋଳ, ଯିଏକି PS- ବନାପୁର (ଭଗବତୀ), ଜିଲ୍ଲା-ଖୋର୍ଧାର ସ୍ଥାୟୀ

ଓଡିଶା କ୍ୟାଡର ଆଇପିଏସ ଅଫିସର ହେଲେ କେ ସୁବ୍ରମଣି

ଓଡ଼ିଶା କ୍ୟାଡର ଆଇପିଏସ ଅଫିସର ତଥା ଢେଙ୍କାନାଳ ଏସପି କେ. ଶିବ ସୁବ୍ରମଣିଙ୍କୁ ମିଳିଲା ନୂଆ ଦାୟିତ୍ୱ । ସିବିଆଇ ଏସପି ଭାବେ କେ. ଶିବ ସୁବ୍ରମଣିଙ୍କୁ ନୂଆ ଦାୟିତ୍ୱ ମିଳିଛି । କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ତାଙ୍କୁ ନୂଆ ଦାୟିତ୍ୱ ଦିଆଯାଇଛି । ୨୦୧୦ ବ୍ୟାଚର ଏହି ଆଇପିଏସ ଅଫିସର

ଦାବି ପୂରଣ ନ ହେଲେ ବସ୍ ସେବା ବନ୍ଦ

ନଭେମ୍ବର ୧୬ରୁ ରାଜ୍ୟରେ ବନ୍ଦ ହେବ ବସ୍ ସେବା । ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘର ସାଧାରଣ ପରିଷଦ ବୈଠକରେ ଏହି ନିଷ୍ପତ୍ତି ହୋଇଛି । ରାଜ୍ୟରେ ୧୪ ହଜାର ଘରୋଇ ବସ୍ ରହିଛି । କରୋନା କଟକଣା ହଟିବା ପରଠାରୁ ମାତ୍ର ୬୦ ପ୍ରତିଶତ ବସ୍‌ ଚାଲୁଛି । ସବୁ ବସ୍ କ୍ଷତିରେ ଚାଲୁଛି ବୋଲି ସଂଘ ସମ୍ପାଦକ

ଜିଲ୍ଲାରେ ପ୍ରତିଷ୍ଠା ହେବ ଶିଶୁ ଅନୁକୂଳ ପୋଲିସ ଷ୍ଟେସନ

ରାଜ୍ୟରେ ୩୪ଟି ଶିଶୁ ଅନୁକୂଳ ପୋଲିସ ଷ୍ଟେସନ ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟରେ ସମୁଦାୟ ୩୪ଟି ପୋଲିସ ଜିଲ୍ଲା ରହିଛି । ପ୍ରତ୍ୟେକ ପୋଲିସ ଜିଲ୍ଲାରେ ଗୋଟିଏ ଲେଖାଏଁ ଶିଶୁ ଅନୁକୂଳ ପୋଲିସ ଷ୍ଟେସନ ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ

ନଭେମ୍ବର ୨୯ରୁ ସଂସଦ ଅଧିବେଶନ

ନଭେମ୍ବର ୨୯ରୁ ବସିବ ଶୀତକାଳୀନ ଅଧିବେଶନ । ନଭେମ୍ବର ୨୯ରୁ ଆରମ୍ଭ ହୋଇ ଡିସେମ୍ବର ୨୩ ଯାଏଁ ବସିବ ଅଧିବେଶନ । ଗୃହରେ ବିଭିନ୍ନ ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିପାରନ୍ତି ବିରୋଧୀ । ଏବେ ଯାଏଁ ବି ଜାରି ରହିଥି ଚାଷୀ ଆନ୍ଦୋଳନ । ତେଣୁ ଚଷୀଙ୍କ ନ୍ୟାୟ ଦାବିରେ ଗରମ ହୋଇପାରେ ଗୃହ । କେବଳ

ଭାରତୀୟ ନୈସେନାରେ ଚାକିରୀର ସୁଯୋଗ

ଦେଶର ସେବା କରିବାକୁ ସ୍ୱପ୍ନ ଦେଖୁଥିବା ଯୁବଗୋଷ୍ଠୀଙ୍କ ପାଇଁ ଭାରତୀୟ ନୌସେନା (Indian Navy) ତରଫରୁ ସୁବର୍ଣ୍ଣ ସୁଯୋଗ ଜାରି କରାଯାଇଛି। ଭାରତୀୟ ନୌସେନା ଖାଲି ପଡ଼ିଥିବା ୩୦୦ ସେଲର ପଦବୀରେ ଭର୍ତ୍ତି ପାଇଁ ବିଜ୍ଞପ୍ତି ଜାରି କରିଛି। ନୌସେନା ଦ୍ୱାରା ଏହି ନୋଟିଫିକେଶନ କିଛି ଦିନ

କ୍ୟାନ୍ସରକୁ ମାତ ଦେଲେ ବଲିଉଡ ଅଭିନେତା

ବଲିଉଡର ପ୍ରସିଦ୍ଧ ଅଭିନେତା ମହେଶ ମାଞ୍ଜରେକର କିଛି ମାସ ତଳେ କ୍ୟାନ୍ସର ପୀଡିତ ଥିବା ନେଇ ଏକ ଖବର ପ୍ରକାଶିତ ହୋଇଥିଲା । କିନ୍ତୁ ଦୁଇଟି ସର୍ଜରୀ କରାଯିବା ପରେ ସେ କ୍ୟାନ୍ସର ମୁକ୍ତ ଥିବା ନେଇ ଏକ ଖବର ପ୍ରକାଶ ପାଇଛି । ପ୍ରକୃତରେ କ୍ୟାନ୍ସର ହୋଇଥିବା ନେଇ ଦୁଇ ମାସ ତଳେ କରାଯାଇଥିବା ଏକ