Odia News Portal

୨ ଆତଙ୍କବାଦୀ ସଫା

ଶ୍ରୀନଗର: ସୁରକ୍ଷା ବାହିନୀର ଏନ୍‌କାଉଣ୍ଟରରେ ଗୁରୁବାର ୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଜମୁ କଶ୍ମୀରର କୁଲଗାମରେ ଏନ୍‌କାଉଣ୍ଟର ହୋଇଛି। ଛାୱଲଗାମରେ ୨ରୁ ୩ ଜଣ ଆତଙ୍କବାଦୀଙ୍କୁ ସୁରକ୍ଷାବାହିନୀର ଯବାନମାନେ ଘେରିଛନ୍ତି। ସୂଚନା ମିଳିଥିଲା ଯେ, ଏହି ଅଞ୍ଚଳରେ ଆତଙ୍କବାଦୀମାନେ ଚଳପ୍ରଚଳ

ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ ହେଲେ

ଭୁବନେଶ୍ୱର: ରାଜ୍ୟରେ ଗୁରୁବାର ଦିନକ ମଧ୍ୟରେ ୨୬୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦିନକ ମଧ୍ୟରେ ୩ ଜଣ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି । ସେହି ସମୟ ମଧ୍ୟରେ ୩୦୮ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ସଂଗରୋଧରୁ ୧୫୩ ଓ ସ୍ଥାନୀୟ ସଂକ୍ରମିତ

ରାଜନଗର ବନବିଭାଗକୁ ବଡ ସଫଳତା

ଆଜି ରାଜନଗର ବ୍ଲକ ଗୋପାଳପୁର ବଜାରରେ ବନବିଭାଗର ଏକ ଟିମ ଅତର୍କିତ ଭାବେ ଏକ ଚିଙ୍ଗୁଡ଼ି ଅର୍ତ୍ତ ଉପରେ ଚଢ଼ାଉକରି ଦୁଇଟି ସାଂକୁଚ ଜବତ କରିଛି । ଏହି ଦୁଇଟି ସାଂକୁଚର ମୂଲ୍ୟ ରାଜ୍ୟ ବାହାରେ ତଥା ଅନ୍ତର୍ଜାତିକ ସ୍ତରରେ ଅଧିକ ହୋଇଥିବାରୁ ମାଛ ମାଫିଆମାନେ ମାଛ ଧରିବା ବାହାନାରେ ବେଆଇନ

କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ହରତାଳ

ଭୁବନେଶ୍ବର: କଳାହାଣ୍ଡି ଜିଲ୍ଲାର ମମିତା ମେହେର ହତ୍ୟା ଘଟଣାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ମନ୍ତ୍ରିମଣ୍ଡଳରୁ ବହିଷ୍କାର ଓ ଗିରଫ ଦାବିରେ ରାଜ୍ୟ କଂଗ୍ରେସ ପକ୍ଷରୁ  ହରତାଳ ଆରମ୍ଭ ହୋଇଛି। କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ହରତାଳ ଡାକରା ଦିଆଯାଇଛି । ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ

ଆଜି ପବିତ୍ର ଅଁଳା ନବମୀ

ଭୁବନେଶ୍ୱର: କାର୍ତ୍ତିକମାସ ଶୁକ୍ଳପକ୍ଷ ନବମୀତିଥି ହେଉଛି ପବିତ୍ର ଅଁଳା ନବମୀ ବା ଧାତ୍ରୀ ନବମୀ । ଏହି ତିଥି ମଧ୍ୟ ଶ୍ରୀରାଧାପାଦ ଦର୍ଶନ ଯାତ୍ରା ରୂପେ ସୁପରିଚିତ । ବର୍ଷସାରା ଲୁଗା ଘେରରେ ଘୋଡ଼ାଇ ହୋଇ ରହିଥିବା ସାକ୍ଷୀଗୋପାଳ ସ୍ଥିତ ଶ୍ରୀରାଧାଙ୍କର ପାଦପଦ୍ମ ଦ୍ୱୟକୁ ବର୍ଷକେ ଥରେ

୫ଟି ଜିଲ୍ଲାର ୧୪୨ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହେଲା ସ୍କୁଲ ରୂପାନ୍ତର ପର୍ବ । ୫-ଟି School Transformation କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ଟି ଜିଲ୍ଲାର ୧୦୭୫ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ଶେଷ ହୋଇଛି। ସାତ ଦିନ ଧରି ଚାଲିବାକୁ ଥିବା ଏହି ପର୍ବର ପ୍ରଥମ ଦିନରେ ଆଜି ସୁନ୍ଦରଗଡ, କଟକ,

କଂଗ୍ରେସର ବନ୍ଦ ଡାକରାକୁ ନେଇ ଏଭଳି ରାୟ ଶୁଣାଇଲେ ହାଇକୋର୍ଟ

କଟକ: ଓଡ଼ିଶା ବନ୍ଦ ପାଳନକୁ ବିରୋଧ କରି ହାଇକୋର୍ଟରେ ମାମଲା ରୁଜୁ ହୋଇଛି। ଏହାର ବିଚାର କରି ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ହାଇକୋର୍ଟ କହିଛନ୍ତି, ବନ୍ଦ ବେଳେ ଦୋକାନ ବଜାର ବନ୍ଦ କରିବା ପାଇଁ କେହି ବାଧ୍ୟ କରିପାରିବେନି । ଅଖଚକ ବନ୍ଦ ପାଳନ ସମ୍ପୂର୍ଣ୍ଣ ବେଆଇନ । ସାଧାରଣ

ଦୁର୍ଘଟଣାରେ ଚାଲିଗଲା ୯ ଜୀବନ

ଗୌହ୍ୱାଟୀ: ଏମିତି ବି ଆସିପାରେ ମୃତ୍ୟୁ । ଖୁସିରେ ଯାଉଥିବାବେଳେ ଘଟିଥିଲା ଦୁର୍ଘଟଣା । ଚାଲିଗଲା ୯ ଜଣଙ୍କ ଜୀବନ । ଟ୍ରକ୍ ଓ ଅଟୋରିକ୍ସା ଧକ୍କା ହେବାଫଳରେ ଏହି ବଡ଼ୁ ଧରଣର ଦୁର୍ଘଟଣା ଘଟିଯାଇଥିବା ସୂନଚା ରହିଛି । ଯାହାପରେ ଏହି ଦୁର୍ଘଟଣାରେ ୯ ଜଣଙ୍କ ପ୍ରାଣ ଚାଲିଯାଇଥିବା ଜଣାପଡ଼ିଛି ।

ପାକିସ୍ତାନର ବିଜୟ ରଥ ରୋକି ପାରିବ କି ଅଷ୍ଟ୍ରେଲିଆ?

ଦୁବାଇ: ଚଳିତ ଟି-୨୦ ବିଶ୍ୱକପରେ ପାକିସ୍ତାନ ଲିଗ ପର୍ଯ୍ୟାୟରେ ଅପରାଜେୟ ରହିଛି । ଲିଗ ପର୍ଯ୍ୟାୟରେ ପାକିସ୍ତାନ ଦମଦାର ପ୍ରଦର୍ଶନ କରିବା ସହ ପ୍ରଥମ ଦଳ ଯିଏକି ଚଳିତ ବିଶ୍ୱକପରେ ହାରିନାହିଁ । ତେବେ ଆଜି ଦ୍ୱିତୀୟ ସେମିଫାଇନାଲରେ ଶକ୍ତିଶାଳୀ ଅଷ୍ଟ୍ରେଲିଆକୁ ଭେଟିବାକୁ ଯାଉଛି ପାକିସ୍ତାନ ।

ବିଜେପି ଇଶାରାରେ ନାଚୁଛି କଂଗ୍ରେସ: ବିଜେଡି

ଭୁବନେଶ୍ୱର: ବିଗତ ଦୁଇ ବର୍ଷ ମଧ୍ୟରେ କୋଭିଡ ମହାମାରୀ ଲୋକଙ୍କ ଜୀବନ ଏବଂ ଜୀବିକାକୁ ନଷ୍ଟ କରିଦେଲା । କୋଟି କୋଟି ଚାକିରୀ ଚାଲିଗଲା ଏବଂ ଅର୍ଥନୀତି ପଛେଇ ଗଲା । ଲକଡାଉନ ପରେ ଗତ କିଛି ମାସ ହେଲା ଓଡିଶାର ଲୋକମାନେ ନିଜ ପାଦରେ ଛିଡାହୋଇଛନ୍ତି ଓ କାମକୁ ଫେରିଛନ୍ତି । ସେମାନେ କାମ