ଆସନ୍ତାକାଲି ଓଡ଼ିଶା ବନ୍ଦ
ଭୁବନେଶ୍ୱର: ଆସନ୍ତକାଲି ଓଡ଼ିଶା ବନ୍ଦ । ୬ ଘଣ୍ଟିଆ ବନ୍ଦ ଡାକରା ଦେଇଛି କଂଗ୍ରେସ । ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିରେ ବନ୍ଦ ଡାକରା ଦିଆଯାଇଛି । ସକାଳ ୬ଟାରୁ ଦିନ ୧୨ଟା ଯାଏଁ ବନ୍ଦ ପାଳନ କରିବ କଂଗ୍ରେସ । ବନ୍ଦ ବେଳେ!-->…
