Odia News Portal

ସମୁଦ୍ରରେ ଜାଲ ବିଛାଉଛି ଡ୍ରାଗନ

ଭାରତକୁ ଘେରିବା ପାଇଁ ଚେଷ୍ଟା ଚଳାଇଛି ଚୀନ। ଏବେ ପାକିସ୍ତାନକୁ ବିଭିନ୍ନ ପ୍ରକାର ଅସ୍ତ୍ରଶସ୍ତ୍ର ଯୋଗାଇବାରେ ଲାଗି ପଡ଼ିଛି ଡ୍ରାଗନ। ଚୀନ ଦିନକ ପୂର୍ବରୁ ପାକିସ୍ତାନୀ ନୌସେନାକୁ ଅତ୍ୟାଧୁନିକ ଟେକ୍ନୋଲୋଜିରେ ଭରପୂର Type-054 ଫ୍ରିଗ୍ରେଟ ହସ୍ତାନ୍ତର କରିଛି। ଏହି ଯୁଦ୍ଧପୋତ ଏତେ ଘାତକ

ମନ୍ତ୍ରୀଙ୍କ ଗାଡିକୁ ଅଣ୍ଡାମାଡ

ନୂଆପଡା ତରବୋଡରେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ଗାଡି ଉପରକୁ ଅଣ୍ଡାମାଡ । ଅଣ୍ଡାମାଡ ସହ କଳାପତାକା ପ୍ରଦର୍ଶନ କଲେ ବିଜେପି କର୍ମୀ । ବିଏସକେୱାଇ କାର୍ଡ ବାଣ୍ଟିବାକୁ ଗଲାବେଳେ ପ୍ରତିବାଦ । ମମିତା ମାମଲାରେ ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ବହିଷ୍କାର ଦାବିରେ ଜୋରଦାର ପ୍ରତିବାଦ

ରୋମାନ୍ସ କରୁଥିଲେ ଆୟୁଷ୍ମାନ, ଧରିଲା ପୋଲିସ

ଧରାପଡିଲେ ବଲିଉଡ ଅଭିନେତା ଆୟୁଷ୍ମାନ ଖୁରାନା। ଲୁଚା ଛପରେ ଚାଲିଥିଲା ପ୍ରେମ। ଚଣ୍ଡିଗଡରେ ସେ ଡେଟିଂ କରୁଥିଲେ। ହେଲେ ଏହି ସମୟରେ ହଠାତ ପୁଲିସ ଆସି ତାଙ୍କୁ ଧରିଛି। ପ୍ରକୃତରେ ତାଙ୍କ ଅପକମିଂ ଫିଲ୍ମ ‘ଚଣ୍ଡିଗଡ କରେ ଆଶିକି’ ଏକ ରୋମାଣ୍ଟିକ ସିନ୍‌ର ସୁଟିଂ କରୁଥିଲେ ଆୟୁଷ୍ମାନ ଏବଂ

ଖୋର୍ଦ୍ଧାରେ କାଉ ମଡକ

ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ବ୍ଲକର ରାଉତପଡ଼ା ଗ୍ରାମ ପଞ୍ଚାୟତର ବୋତଳାଙ୍ଗ ଗାଁରେ କାଉ ମଡ଼କ ଦେଖିବାକୁ ମିଳିଛି। ଗାଁର ଚାରିଆଡ଼େ କାଉଗୁଡ଼ିକ ମରି ପଡ଼ିଥିବା ଦେଖିବାକୁ ମିଳିଛି। ଗତ ଦୁଇ ଦିନ ହେଲା ଗାଁର ବିଭିନ୍ନ ସ୍ଥାନରେ କାଉ ମରି ପଡୁଛନ୍ତି। ତେବେ ଏଭଳି କାଉ ମଡ଼କର କାରଣ ବାର୍ଡ

ଏଥର ହେବନି ଐତିହାସିକ ବାଲିଯାତ୍ରା

ଗତବର୍ଷ ପରି ଏ ବର୍ଷ କଟକର ଐତିହାସିକ ବାଲିଯାତ୍ରା ହେବନାହିଁ। ମହାମାରୀ କରୋନାକୁ ଦେଖି ବାଲିଯାତ୍ରା ବନ୍ଦ ରଖିବାକୁ ନିଷ୍ପତ୍ତି ନେଇ କଟକ ଜିଲ୍ଲା ପ୍ରଶାସନ।ବାଲିଯାତ୍ରା ବନ୍ଦ ନେଇ କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚଇନୀ। କରୋନା ପାଇଁ ଗତବର୍ଷ ମଧ୍ୟ ବନ୍ଦ ରହିଥିଲା କଟକ ବାଲିଯାତ୍ରା।

ଶୀତରେ ବି ବ୍ୟବହାର କରିପାରିବେ ୱାଇପସ୍

କୌଣସି ଠାରେ ବି ଆପଣ ଫ୍ରେସ ହେବା ପାଇଁ କିମ୍ବା ଚେହେରାକୁ ସଫା କରିବା ପାଇଁ ଫେସ ୱାଇପ୍ସ ବ୍ୟବହାର କରିଥାଆନ୍ତି । ଏହା ସହ ଚେହେରାରେ ଚମକ ଆଣିବା ପାଇଁ ବି ଏହା ଖୁବ ସହାୟକ ହୋଇଥାଏ । କିନ୍ତୁ ଅଧିକାଂଶଙ୍କର ଧାରଣା ଥାଏ ଫେସ ୱାଇପ୍ସକୁ କେବଳ ମାତ୍ର ଗରମ ଦିନ ମାନଙ୍କରେ ହିଁ ବ୍ୟବହାର

ଆଖୁ କିଆରୀରେ ଫସିଲେ ନୁସରତ

ଆମାଜନ ପ୍ରାଇମ ଭିଡିଓରେ ରିଲିଜ ହୋଇଛି ହରର ଫିଲ୍ମ ‘ଛୋରୀ’ର ଟିଜର। ଟିଜର ଦେଖି ଆପଣ ନିଶ୍ଚିତ ଭାବେ ଅନୁମାନ ଲଗାଇପାରିବେ। ନୁସରତ ଭରୁଚା ନିଜ ଫ୍ୟାନ୍ସଙ୍କୁ ଡରାଇବା ପାଇଁ କିଛି ବି କରିବାକୁ ପ୍ରସ୍ତୁତ ରହିଛନ୍ତି। ‘ଛୋରୀ’ର ଟିଜର ମାଧ୍ୟମରେ ଏପରି ସିନ କ୍ରିଏଟ୍‌ କରିଛନ୍ତି, ଯାହାକୁ ଦେଖି

ଆଜି ପ୍ରକାଶ ପାଇବ ଓଜେଇ ରେଜଲ୍ଟ

ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ପକ୍ଷରୁ ପ୍ରଥମ ପର୍ଯ୍ୟାୟ ସିଟ୍ ଆଲଟ୍‌ମେଣ୍ଟ ପ୍ରକାଶ ପାଇବ । ମଙ୍ଗଳବାର ସନ୍ଧ୍ୟାରେ ଓଜେଇଇ ପକ୍ଷରୁ ବି.ଟେକ୍‌, ବି.ଆର୍କ, ବି.କ୍ୟାଟ୍ ଓ ଇଣ୍ଟିଗ୍ରେଟେଡ୍ ଏମଏସସି ପାଠ୍ୟକ୍ରମର ପ୍ରଥମ ପର୍ଯ୍ୟାୟ ସିଟ୍ ଆଲଟ୍‌ମେଣ୍ଟ ପ୍ରକାଶ ପାଇବ ।

ପଦ୍ମ ପୁରସ୍କାର ଗ୍ରହଣ କଲେ ୯ ଓଡିଆ

ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସୋମବାର ଦିନ ୮ ଓଡ଼ିଆଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମର୍ଯ୍ୟାଦାଜନକ ପଦ୍ମ ପୁରସ୍କାରରେ ସମ୍ମାନିତ କରିଛନ୍ତି। ଶିକ୍ଷା ଓ ସାହିତ୍ୟ କ୍ଷେତ୍ରରେ ବିଶିଷ୍ଟ ସାହିତ୍ୟିକ ମନୋଜ ଦାସଙ୍କୁ ମରଣୋତ୍ତର ପଦ୍ମଭୂଷଣ ସମ୍ମାନ ପ୍ରଦାନ କରାଯାଇଛି।

ଏକାଠି ହେବେ ସଲମାନ ଭାଗ୍ୟଶ୍ରୀ

‘ବିଗ୍ ବସ୍’ ସିଜନ୍-୧୫ରେ ‘ମୈନେ ପ୍ୟାର କିୟା’ର ନାୟକ-ନାୟିକା ସଲମାନ୍ ଓ ଭାଗ୍ୟଶ୍ରୀ ପୁଣି ଏକାଠି ହେଇଛନ୍ତି। ଲାଇଟ୍ ପିଙ୍କ୍‌ ଶାଢ଼ି ପରିହିତା ଭାଗ୍ୟଶ୍ରୀ ବେଶ୍ ଉଜ୍ବଳ ଚେହେରାରେ ବିଗ୍ ବସ୍ ଘରେ ପ୍ରବେଶ କରିଛନ୍ତି। ଭାଗ୍ୟଶ୍ରୀଙ୍କୁ ଦେଖି ସୋ’ର ହୋଷ୍ଟ ସଲମାନ୍ ଏକ ସାଇକେଲ ଚଢ଼ି