ରାଜ୍ୟରେ ୧୪୬ କୋରୋନା ଆକ୍ରାନ୍ତ ଚିହ୍ନଟ
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୮୬ ଓ ସ୍ଥାନୀୟ ଅଂଚଳରୁ ୬୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୫ ଜଣ ଅଛନ୍ତି ।
ଗତ ୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୨!-->…
