ଡିସେମ୍ବର ୧୫ରୁ ଆନ୍ତର୍ଜାତୀୟ ବିମାନ ଉଡାଣ ଆରମ୍ଭ
ଆସନ୍ତା ଡିସେମ୍ବର ୧୫ରୁ ଦେଶରେ ଆରମ୍ଭ ହେବ ଅନ୍ତର୍ଜାତୀୟ ବିମାନ ସେବା। କେବଳ ୧୪ଟି ଦେଶ ପାଇଁ ଭାରତ ଏହି ସେବା ଆରମ୍ଭ ହୋଇପାରେ ବୋଲି ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। କରୋନା ସଂକ୍ରମଣ ଆରମ୍ଭରୁ ପର୍ଯ୍ୟାୟକ୍ରମେ ଅନ୍ତର୍ଜାତୀୟ ବିମାନ ଚଳାଚଳ ବନ୍ଦ!-->…
