Odia News Portal

ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ ହେଲେ

ଭୁବନେଶ୍ୱର: ରାଜ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୨୭୬ କୋରୋନା ଆକ୍ରାନ୍ତ । ଗତ ୨୪ ଘଣ୍ଟା ମଧ୍ୟରେ ସଙ୍ଗରୋଧରୁ ୧୫୯ ଓ ସ୍ଥାନୀୟ ଅଞ୍ଚଳରୁ ୧୧୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରେ ଅଛନ୍ତି ୫୫ ଜଣ ୧୮ ବର୍ଷରୁ କମ ବୟସ୍କ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୮ ଅକ୍ରାନ୍ତ

ଡିସେମ୍ବର ୧୪ ସୁଦ୍ଧା ପ୍ରକାଶ ପାଇବ ଚୂଡ଼ାନ୍ତ ଭୋଟର ତାଲିକା

ଭୁବନେଶ୍ବର: ପଞ୍ଚାୟତ ନିର୍ବାଚନ ପାଇଁ ଆଉ ପାଦେ ଆଗକୁ ବଢିଲେ ରାଜ୍ୟ ନିର୍ବାଚନ ଆୟୋଗ । ୱାର୍ଡ ୱାଇଜ୍ ଭୋଟର ତାଲିକା ପ୍ରସ୍ତୁତ କରିଯିବ । ୨୦୨୧ ନଭେମ୍ବର ୧ ତାରିଖ ସୁଦ୍ଧା ୧୮ ବର୍ଷ ହୋଇଥିଲେ ତାଲିକାରେ ସାମିଲ ହେବାକୁ ଆବେଦନ କରିପାରିବେ । କେବଳର ଜିଲ୍ଲାକୁ ଛାଡ଼ି ଅନ୍ୟ ସବୁ ଜିଲ୍ଲାରେ

ମୁଖ୍ୟମନ୍ତ୍ରୀଙ୍କୁ ପ୍ରଂଶସାରେ ପୋତି ପକାଇଲେ ଦିବ୍ୟଶଙ୍କର

ଭବାନୀପାଟଣା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଂଶସାରେ ପୋତି ପକାଇଲେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର । କଳାହାଣ୍ଡି ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟକାର୍ଡ ବାଣ୍ଟିବା ଲାଗି ଦିନିକିଆ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ ମମିତା

ଟି-୨୦ ବିଶ୍ୱକପରେ ଆଜି ଭାରତର ଶେଷ ମ୍ୟାଚ୍

ଦୁବାଇ: ଚଳିତ ଟି-୨୦ ବିଶ୍ବକପ୍‌ରେ ନ୍ୟୁଜିଲାଣ୍ଡ ରବିବାର ଆଫ୍‌ଗାନିସ୍ତାନକୁ ହରାଇବା ପରେ ଭାରତର ସେମିଫାଇନାଲ୍‌ ଆଶା ଭାଙ୍ଗିଯାଇଛି। ଫଳରେ ସୋମବାର ଦୁବାଇରେ ଭାରତ ଓ ନାମିବ୍ୟା ମଧ୍ୟରେ ଖେଳାଯିବାକୁ ଥିବା ସୁପର-୧୨ର ଶେଷ ଲିଗ୍‌ ମ୍ୟାଚ୍‌ ଗୁରୁତ୍ବ ହରାଇଛି। ଗ୍ରୁପ୍‌-୨ରେ ଭାରତ ସଂପ୍ରତି

କାର୍ତ୍ତିକ ମାସ ତୃତୀୟ ସୋମବାରରେ ଖାଁ ଖାଁ ଧବଳେଶ୍ୱରଙ୍କ ପୀଠ

କଟକ: ଆଜି କାର୍ତ୍ତିକ ମାସର ତୃତୀୟ ସୋମବାର । ହେଲେ ଚଳିତବର୍ଷ ମଧ୍ୟ ଧବଳେଶ୍ୱରଙ୍କ ପୀଠରେ ମହାଦେବଙ୍କୁ ଦର୍ଶନ କରିପାରୁନାହାଁନ୍ତି ଭକ୍ତ । ଖାଁ ଖାଁ ହୋଇଛି ପୀଠ । କଟକ ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ୱରଙ୍କ ପୀଠରେ ତୃତୀୟ ସୋମବାର ପାଇଁ ୧୪୪ ଧାରା ଜାରି କରିଛି ଆଠଗଡ଼ ପ୍ରଶାସନ

ପରଲୋକରେ ଲୋକପ୍ରିୟ କାର୍ଟୁନିଷ୍ଟ କିଶୋର

ଭୁବନେଶ୍ୱର: ସୁପରିଚିତ ବ୍ୟଙ୍ଗ ଚିତ୍ରକାର କିଶୋର ରଥଙ୍କ ପରଲୋକ ହୋଇଯାଇଛି । ଭୁବନେଶ୍ୱର କ୍ୟାପିଟାଲ ହସପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ତାଙ୍କର ବିୟୋଗ ନେଇ ପରିବାର ଲୋକେ ସୂଚନା ଦେଇଛନ୍ତି । ଦୀର୍ଘ ତିନି ଦଶନ୍ଧି ଧରି କିଶୋର କାର୍ଟୁନିଷ୍ଟ ଭାବେ କାର୍ଯ୍ୟରତ

ଆଜି କଳାହାଣ୍ଡି ଜିଲ୍ଲାରେ ସ୍ମାର୍ଟକାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ଜିଲ୍ଲା ଗସ୍ତ କରୁଛନ୍ତି । ଭବାନୀପାଟଣାରେ ଆୟୋଜିତ ହେବାକୁ ଥିବା ଏକ କାର୍ଯ୍ୟକ୍ରମରେ ଜିଲ୍ଲା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । କଳାହାଣ୍ଡି ଜିଲ୍ଲାବାସୀଙ୍କ ୮୫୯ କୋଟି ଟଙ୍କାର

ସିନ୍ଦୂର ସହ ଜଡିତ କିଛି ବିଶେଷ ଉପାୟ

ଭୁବନେଶ୍ୱର: ବାସ୍ତୁରେ ସିନ୍ଦୂରର ବିଶେଷ ମହତ୍ତ୍ୱ ରହିଛି। ପ୍ରତ୍ୟେକ ସଧବା ସ୍ତ୍ରୀର ମୁଖ୍ୟ ଶୃଙ୍ଗାର ହେଉଛି ସିନ୍ଦୂର। ଶାସ୍ତ୍ରରେ ମଧ୍ୟ ବର୍ଣ୍ଣନା କରାଯାଇଛି ସିନ୍ଦୂର ପିନ୍ଧିବା ଦ୍ୱାରା ସ୍ୱାମୀ ଦୀର୍ଘାୟୁ ହୋଇଥାଆନ୍ତି। ବିଭିନ୍ନ ପ୍ରକାର ରୋଗରୁ ଦୂରେଇ ରହିଥାଆନ୍ତି। ଜାଣନ୍ତୁ

ଜମି ବିବାଦରୁ ବୋମା ମାଡ଼

ପୁରୀ: ଦୁଇଟି ଗୋଷ୍ଠୀ ମଧ୍ୟରେ ଉପୁଜି ଥିବା ଜମି ବିବାଦ ଘଟଣାକୁ ନେଇ ୪୦ରୁ ଊର୍ଦ୍ଧ୍ବ ବୋମାମାଡ଼ ହୋଇଛି। ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ନାଥପୁର ଗାଁରେ ଆଜି  ଅପରାହ୍ନରେ ଏହି ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ ସାତପଡ଼ା ଅଞ୍ଚଳରେ ଥିବା ନାଥପୁର ଗାଁରେ ଏକ

ବଲିଉଡ ପରେ ହଲିଉଡରେ ରାଜ କରିବେ ଆଲିଆ

ମୁମ୍ବାଇ: ବଲିଉଡର ଆଗଧାଡ଼ିର ନାୟିକା ଆଲିଆ ଭଟ୍ଟ ଖୁବଶୀଘ୍ର ହଲିଉଡରେ ଏଣ୍ଟ୍ରି କରିବାକୁ ଯାଉଛନ୍ତି ବୋଲି ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି । ଦୀପିକା ଏବଂ ପ୍ରିୟଙ୍କାଙ୍କ ପରେ ସେ ହଲିଉଡରେ ଅଭିନୟ କରିବାକୁ ଯାଉଛନ୍ତି । କୁହାଯାଉଛି, ୨୦୨୨ରେ ଆଲିଆ ହଲିଉଡ୍ ପ୍ରୋଜେକ୍ଟରେ କାମ