Odia News Portal

ଆଇଟିଡିଏ ଆସିଷ୍ଟାଣ୍ଡ ଇଂଜିନିୟରଙ୍କ ଘରେ ଚଢାଉ

ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ବାରିପଦା ଆଇଟିଡିଏ ଆସିଷ୍ଟାଣ୍ଡ ଇଂଜିନିୟର ସନ୍ତୋଷ କୁମାର ଦାସ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୧୧ଟି ବଡ଼ ଧରଣର ଚଢ଼ାଉ କରୁଛି ଭିଜିଲାନ୍ସ ଟିମ୍ । ଚଢ଼ାଉରେ ୧୦ ଜଣ ଡିଏସପି, ୪ଜଣ ଇନିସ୍ପେକ୍ଟର ଓ ୩୦ ଜଣ କର୍ମଚାରୀ ନିୟୋଜିତ ଅଛନ୍ତି ।

ଭୁବନେଶ୍ୱର ଭରତପୁର ବସ୍ତିରୁ ଧଳା ଜହର ଜବତ

ରାଜଧାନୀରେ ବେଧଡକ୍ ଚାଲିଛି ନିଶା କାରବାର । ଗଞ୍ଜେଇ ଠାରୁ ନେଇ ବ୍ରାଉନସୁଗାର ପର୍ଯ୍ୟନ୍ତ ସୁବ ପ୍ରକାର ବେଆଇନ୍ ନିଶା ଦ୍ରବ୍ୟର ହବ୍ ପାଲଟିଛି ଭୁବନେଶ୍ୱର । ଏମିତି କି ଏବେ ଭୁବନେଶ୍ୱର ବସ୍ତି ଗୁଡିକ ନିଶା ଦ୍ରବ୍ୟ ଗୁଡିକର ମିନି ମାର୍କେଟ ପାଲଟିଛନ୍ତି । କାରଗିଲ ବସ୍ତି, ଭରତପୁର

ପରିବା ଦରରେ ନିଆଁ

ପରିବା ଦର ଆକାଶ ଛୁଆଁ । ପଡ଼ୋଶୀ ଯୋଗାଉଛନ୍ତି ଆମେ କିଣୁଛୁ । କାର୍ତ୍ତିକ ସରି ମାର୍ଗଶିର ମାସ ଆସିଲା, ତଥାପି ପନିପରିବା ଦର ତଳକୁ ଖସୁନି । ବଜାରକୁ ଯାଇ ପରିବା ଦର ପଚାରିଲେ ଲାଗୁଛି ଯେମିତି ଜଣେ ଆଉ ଜଣକୁ ଟକ୍କର ଦେଉଛି । ଯେଉଁ ଜିଲ୍ଳାର ପନିପରିବା ପଡ଼ୋଶୀ ଜିଲ୍ଳା ତଥା ପଡୋଶୀ ରାଜ୍ୟକୁ

ନଭେମ୍ବର ୩୦ ସୁଦ୍ଧା ଦର ହ୍ରାସ କରିବାକୁ ବିଜେଡି ଦେଲା ସମୟ

ରନ୍ଧନ ଗ୍ୟାସର ଦରବୃଦ୍ଧିର ପ୍ରତିବାଦ କରି ବିଜୁ ଜନତା ଦଳ ପକ୍ଷରୁ ଗତ ୨୨. ୨୩ ଓ ୨୪ ତାରିଖରେ ଯେଉଁ ରାଜ୍ୟବ୍ୟାପୀ ଆନ୍ଦୋଳନ ଡାକରା ଦିଆଯାଇଥିଲା, ତାହାକୁ ରାଜ୍ୟବାସୀ ବିପୁଳ ସମର୍ଥନ କରିଛନ୍ତି । ପ୍ରଥମେ ସେଥିପାଇଁ ଦଳ ତରଫରୁ ରାଜ୍ୟବାସୀଙ୍କୁ ଗଭୀର କୃତଜ୍ଞତା ଜଣାଇଛନ୍ତି ବିଜେଡିର ତିନି

କେମିତି ହେବେ ପତଳା

ସ୍ୱାସ୍ଥ୍ୟ ହିଁ ସମ୍ପଦ । ଶରୀର ସୁସ୍ଥ ରହିଲେ ମଣିଷ ସତେଜ ରହିଥାଏ । ଏଥିସହ କାମ କରିବାକୁ ମଧ୍ୟ ଆଗ୍ରହ ହୁଏ । ପାଣିପାଗ ପରିବର୍ତ୍ତନରେ ଆମେ ଶରୀର ପ୍ରତି ଅଧିକ ଯତ୍ନଶୀଳ ହେବା ଜରୁରୀ । ଏଥିପାଇଁ ପାଣିପାଗ ସହ ଖାପଖୁଆଇ ନିଜ ଶରୀରର ସଠିକ୍ ଧ୍ୟାନ ନିଅନ୍ତୁ । ଶୀତଦିନେ ବାହ୍ୟ ଶରୀର ସଙ୍ଗେ

ବିଧାୟକଙ୍କ ହେବ କରୋନା ଟେଷ୍ଟ

ଡିସେମ୍ବର ୧ରୁ ଆରମ୍ଭ ହେଉଥିବା ବିଧାନସଭା ଶୀତ ଅଧିବେଶନ ପାଇଁ ବାଧ୍ୟତାମୂଳକ କରାଯାଇଛି କରୋନା ଟେଷ୍ଟ । ବିଧାନସଭା କର୍ମଚାରୀଙ୍କଠାରୁ ଆରମ୍ଭ କରି ମନ୍ତ୍ରୀ, ବିଧାୟକ,ସାମ୍ବାଦିକ ଓ ସୁରକ୍ଷା କର୍ମୀଙ୍କ ଆରଟିପିସିଆର ଟେଷ୍ଟ ବାଧ୍ୟତାମୂଳକ କରାଯାଇଛି । ଏଥିପାଇଁ ୩ ଦିନ ଧରି କରାଯିବ

ଲକ୍ଷଣ ବଦଳାଉଛି କରୋନା

ଲକ୍ଷଣ ବଦଳାଉଛି କରୋନା । କେବଳ ଅଧିକ ଜ୍ୱର କିମ୍ବା ବିନ୍ଧାଛିଟିକା ନୁହେଁ, ସାମାନ୍ୟ ଥଣ୍ଡା, ଜ୍ୱର ହେଲେ ମଧ୍ୟ ଲୋକେ କରୋନା ପଜିଟିଭ ଚିହ୍ନଟ ହେଉଛନ୍ତି । ତେଣୁ ଥଣ୍ଡା ଜ୍ୱର ହେବା ମାତ୍ରେ ତୁରନ୍ତ ଟେଷ୍ଟ କରାଇ ନେବାର ଆବଶ୍ୟକତା ରହିଛି । ଟେଷ୍ଟ କରାଇଲେ ନିଜେ ସୁରକ୍ଷିତ ହେବା ସହ

ୟୁପିକୁ ମୋଦୀଙ୍କ ବଡ ଉପହାର

ଦେଶର ସବୁଠୁ ବଡ଼ ବିମାନ ବନ୍ଦରର ହେଲା ଶିଳାନ୍ୟାସ । ଉତ୍ତରପ୍ରଦେଶ ଗୌତମବୁଦ୍ଧ ନଗର ଜେୱରରେ ନୋଏଡା ଅନ୍ତରାଷ୍ଟ୍ରୀୟ ଏୟାରପୋର୍ଟର ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ । ୨୦୨୪ ସୁଦ୍ଧା ଏହି ବିମାନ ବନ୍ଦର କାମ ସଂପୂର୍ଣ୍ଣ କରିବାକୁ ଲକ୍ଷ୍ୟ ରଖାଯାଇଛି । ପ୍ରଥମ ପର୍ଯ୍ୟାୟରେ ୧୦ ହଜାର ୫୦

ଅଭିନେତ୍ରୀ କଙ୍ଗନା ରଣାୱତଙ୍କୁ ଦିଲ୍ଲୀ ବିଧାନସଭା ଶାନ୍ତି କମିଟିର ସମନ

ଅଭିନେତ୍ରୀ କଙ୍ଗନା ରଣାୱତଙ୍କୁ ଦିଲ୍ଲୀ ବିଧାନସଭା ଶାନ୍ତି କମିଟିର ସମନ । ଶିଖ୍ ସମାଜକୁ ଖଲିସ୍ତାନୀ କହିବା ଅଭିଯୋଗରେ କଙ୍ଗନାଙ୍କୁ ଏହି ସମନ୍ କରାଯାଇଛି । ଏଥିସହିତ ଆପ୍ ବିଧାୟକ ରାଘବ ଚଡ୍ଡାଙ୍କ ଅଧ୍ୟକ୍ଷତାରେ ଗଠିତ ଦିଲ୍ଲୀ ବିଧାନସଭାର ଶାନ୍ତି ଓ ସଦଭାବ୍ କମିଟି କଙ୍ଗନାଙ୍କୁ ଡିସେମ୍ବର

କଙ୍ଗନାଙ୍କୁ ଦିଲ୍ଲୀ ବିଧାନସଭା ଶାନ୍ତି କମିଟିର ସମନ୍

ଅଭିନେତ୍ରୀ କଙ୍ଗନା ରଣାୱତଙ୍କୁ ଦିଲ୍ଲୀ ବିଧାନସଭା ଶାନ୍ତି କମିଟିର ସମନ । ଶିଖ୍ ସମାଜକୁ ଖଲିସ୍ତାନୀ କହିବା ଅଭିଯୋଗରେ କଙ୍ଗନାଙ୍କୁ ଏହି ସମନ୍ କରାଯାଇଛି । ଏଥିସହିତ ଆପ୍ ବିଧାୟକ ରାଘବ ଚଡ୍ଡାଙ୍କ ଅଧ୍ୟକ୍ଷତାରେ ଗଠିତ ଦିଲ୍ଲୀ ବିଧାନସଭାର ଶାନ୍ତି ଓ ସଦଭାବ୍ କମିଟି କଙ୍ଗନାଙ୍କୁ ଡିସେମ୍ବର