ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ୩୧୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୩୪୬୯ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୬ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୧୩୨ ଜଣ ଲୋକାଲ୍ କେସ୍!-->…
