ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫୪ ନୂଆ କରୋନା ଆକ୍ରାନ୍ତ
ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧାରୁ ୭୯ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାହା ମୋଟ ଆକ୍ରାନ୍ତଙ୍କ ୫୧.୨୯ ପ୍ରତିଶତ । ଆଜି ମୋଟ ପଜିଟିଭ୍ ରେଟ୍ ରହିଛି ୦.୨୫ ପ୍ରତିଶତ । ସଂକ୍ରମିତଙ୍କ!-->…
