ରାଜ୍ୟ ସରକାରଙ୍କ ନିଷ୍ପତ୍ତି: ପାରାଦୀପରେ ବିମାନବନ୍ଦର ପ୍ରତିଷ୍ଠା କରାଯିବ
ପାରାଦୀପରେ ବିମାନବନ୍ଦର ପ୍ରତିଷ୍ଠା କରାଯିବ। ଏନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ହୋଇଛି। ଏବିଷୟରେ ପରିବହନ ବିଭାଗ ପ୍ରମୁଖ ସଚିବ ଉଷା ପାଢ଼ୀ ସୂଚନା ଦେଇଛନ୍ତି।
ପାରାଦୀପରେ ବିମାନବନ୍ଦର ପ୍ରତିଷ୍ଠା କରାଯିବ। ଏନେଇ ଆଜି!-->!-->!-->…
