ବିଜେଡିର ପଦ ଛାଡ଼ିଲେ ବରିଷ୍ଠ ନେତା ଏବଂ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ, ପରବର୍ତ୍ତୀ ଆଭିମୁଖ୍ୟ ଉପରେ ନଜର
ପୁଣି ବିଜେଡିରେ ହଲଚଲ୍। ଦଳୀୟ ପଦ ଛାଡ଼ିଲେ ବିଜେଡିର ବରିଷ୍ଠ ନେତା ଏବଂ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ। ସେ ବିଜେଡିର ସିନିଅର ସିଟିଜେନ୍ ସେଲ୍ ଉପସଭାପତି ପଦରୁ ଇସ୍ତଫା ଦେଇଛନ୍ତି। ସେ ନିଜର ଇସ୍ତଫାପତ୍ର ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇଛନ୍ତି। ଏହାପରେ…
