ଆଜି ୧୨ ଘଣ୍ଟିଆ ଗଜପତି ବନ୍ଦ
ପାରଳାଖେମୁଣ୍ଡି: ମମିତା ମେହେରଙ୍କ ପରିବାରକୁ ନ୍ୟାୟ ଓ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିରେ ଆଜି ବିଜେପି ପକ୍ଷରୁ ୧୨ଘଣ୍ଟିଆ ଗଜପତି ଜିଲ୍ଲା ବନ୍ଦ ପାଳନ କରାଯାଉଛି। ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ବନ୍ଦ ପାଳନ କରାଯାଉଛି। ଏହାର ପ୍ରଭାବରେ ଗଜପତି ଜିଲ୍ଲାରେ ଦୋକାନ ବଜାର!-->…
