Odia News Portal

ଆସନ୍ତାକାଲି ବିଜେଡିରେ ଯୋଗଦେବେ ପ୍ରଦୀପ ମାଝି

ଭୁବନେଶ୍ୱର: କଂଗ୍ରେସରୁ ଇସ୍ତଫା ଦେଇଥିବା ବରିଷ୍ଠ ନେତା ପ୍ରଦୀପ ମାଝି ଆସନ୍ତାକାଲି ବିଜେଡିରେ ଯୋଗଦେବେ । ନବରଙ୍ଗପୁର ଜିଲ୍ଲାରେ ଏହି ମିଶ୍ରଣ ପର୍ବ ଅନୁଷ୍ଠିତ ହେବାକୁ ଥିବାବେଳେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଭର୍ଚ୍ଚୁଆଲ ମାଧ୍ୟମରେ ଯୋଗଦେବେ ।

ପୁରୀ ନାଁ ପରିବର୍ତ୍ତନକୁ ନେଇ ଏମିତି କହିଲେ ଧମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଶ୍ରୀକ୍ଷେତ୍ର ପୁରୀ ସାରା ବିଶ୍ୱରେ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି । ତେବେ ପୁରୀର ନାଁ ପରିବର୍ତ୍ତନକୁ ନେଇ ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ । ‘ପୁରୀ’ ବଦଳରେ ‘ଜଗନ୍ନାଥ ପୁରୀ’ ହେଲେ ଭଲ ହୁଅନ୍ତା ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ

ଲୁଟ୍ କରିବାକୁ ଆସି ଛେଚା ଖାଇଲେ

ଭୁବନେଶ୍ୱର:ୠାଇ ଗୋରୁ ଭଳି ମାଡ଼ । ଲୁଟ କରିବାକୁ ଆସିଥିବା ଦୁର୍ବୁତ୍ତଙ୍କୁ ଧରି କୁଟିଲେ ଲୋକେ । ରାଜଧାନୀ ଭୁବନେଶ୍ୱରରେ ଘଟିଛି ଏଭଳି ଘଟଣା । ଫେଲ୍ ହେଲା ଲୁଟ୍ କରି ଫେରାର୍ ପ୍ଲାନ୍ । ଲୁଟେରାକୁ ନିସ୍ତୁକ ଛେଚି ପୋଲିସ ଜିମା ଦେଲେ ସ୍ଥାନୀୟ ଲୋକେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦନଗର

କେଦାରନାଥରେ ମୋଦି

ଉତ୍ତରାଖଣ୍ଡ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ସକାଳେ କେଦାରନାଥରେ ପହଞ୍ଚି ସେଠାରେ ଥିବା ଶିବ ମନ୍ଦିରରେ ପ୍ରାର୍ଥନା କରିଛନ୍ତି । ଏହା ପରେ ପ୍ରଧାନମନ୍ତ୍ରୀ ଆଦି ଗୁରୁ ଶଙ୍କରାଚାର୍ଯ୍ୟଙ୍କ ୧୨ ଫୁଟର ଏକ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କରିଥିଲେ, ଯାହା ୨୦୧୩ ଉତ୍ତରାଖଣ୍ଡ ବନ୍ୟାରେ

ପୁଣି ନାଦିବ ବର୍ଷା

ଭୁବନେଶ୍ୱର: ପୁଣି ଫେରୁଛି ବର୍ଷା । ଲଘୁଚାପ ପ୍ରଭାବରେ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା ରହିଛି । ଆସନ୍ତା ୯ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି । ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । GFS ମୋଡେଲ

ପଞ୍ଚାୟତ ନିର୍ବାଚନ ପାଇଁ ଆସନ୍ତାକାଲି ସର୍ବ ଦଳୀୟ ବୈଠକ

ଭୁବନେଶ୍ୱର: ଆସନ୍ତାକାଲି ସର୍ବ ଦଳୀୟ ବୈଠକ । ରାଜ୍ୟ ନିର୍ବାଚନ ଆୟୋଗ ଆଦିତ୍ୟ ପାଢ଼ୀ ବୈଠକ କରିବେ । ପଞ୍ଚାୟତ ନିର୍ବାଚନ ପାଇଁ ବସିବ ସର୍ବଦଳୀୟ ବୈଠକ । ସମସ୍ତ ରାଜନୈତିକ ଦଳ ସହ ସାକ୍ଷାତ କରିବେ ଆଦିତ୍ୟ ପାଢୀ । କେନ୍ଦ୍ର ନିର୍ବାଚନ କମିଶନ ଜାନୁଆରୀ ୨୦୨୧ ସୁଦ୍ଧା ଭୋଟର ଲିଷ୍ଟ ପ୍ରଦାନ

ଏନସିବିରେ ହାଜର ହେଲେ ଆର୍ୟନ

ମୁମ୍ବାଇ: କ୍ରୁଜ୍ ଡ୍ରଗ୍ସ ମାମଲାରେ ଛନ୍ଦି ହୋଇଥିବା ବଲିଉଡ ସୁପରଷ୍ଟାର ଶାହାରୁଖ ଖାନଙ୍କ ପୁଅ ଆର୍ୟନ ଶୁକ୍ରବାର ଏନସିବିରେ ହାଜର ହୋଇଛନ୍ତି । ପୂର୍ବ ।ହ୍ନ ୧୧ଟାରୁ ଅପରାହ୍ଣ ୨ଟା ମଧ୍ୟରେ ‘ଏନ୍ସିବି’ରେ ଉପସ୍ଥିତ ହେବାକୁ ତାଙ୍କ ପ୍ରତି ନିର୍ଦେଶ ଜାରି ହୋଇଥିଲା । ‘ଡ୍ରଗ୍ସ୍-ଅନ୍-କ୍ରୁଜ୍’

ଭାରତ ବିପକ୍ଷ ଟେଷ୍ଟ ସିରିଜ ଲାଗି ଟିମ୍ ଘୋଷଣା କଲା ନ୍ୟୁଜିଲାଣ୍ଡ

ୱେଲିଂଟନ୍‌ : ନ୍ୟୁଜିଲାଣ୍ଡର ଦ୍ରୁତ ବୋଲର ଟ୍ରେଣ୍ଟ ବୋଲ୍ଟ ଭାରତ ବିପକ୍ଷ ୨ଟି ଟେଷ୍ଟ ଶୃଙ୍ଖଳାରେ ଖେଳିବେ ନାହିଁ। ସ୍ବାସ୍ଥ୍ୟଜନିତ ସମସ୍ୟା ଯୋଗୁଁ ଟ୍ରେଣ୍ଟ ବୋଲ୍ଟ ଭାରତ ଗସ୍ତରେ ନିଜ ଦଳ ସହିତ ରହିବେ ନାହିଁ।  ସୂଚନାଯୋଗ୍ୟ ସିରିଜର ପ୍ରଥମ ଟେଷ୍ଟ କାନପୁରରେ ନଭେମ୍ବର ୨୫ରୁ ୨୯ ଯାଏଁ

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨,୭୨୯ ଜଣ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ଏଥିସହିତ ଦିନକ ମଧ୍ୟରେ ୨୨୧ ଜଣଙ୍କର ମୃତ୍ୟୁ ଘଟିଛି । ୨୪ ଘଣ୍ଟାରେ ୧୨,୧୬୫ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ମୋଟ ୩,୩୭,୨୪,୯୫୯ ଜଣ ସୁସ୍ଥ ହୋଇସାରିଲେଣି । ସଂପ୍ରତି

ମମିତା ମେହେର ହତ୍ୟା ମାମଲାରେ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ତଥ୍ୟ

ଭୁବନେଶ୍ୱର : ଶିକ୍ଷୟିତ୍ରୀ ମମିତା ହତ୍ୟା ମାମଲାରେ ମିଳିଲା ଗୁରୁତ୍ୱପୂର୍ଣ୍ଣ ତଥ୍ୟ । ବିବେକ ଅଗ୍ରୱାଲ ନାମକ ବ୍ୟକ୍ତିଙ୍କ ୧୬୧ ବୟାନରୁ ମଳିଲା ତଥ୍ୟ । ମମିତାଙ୍କ ଶବ ପୋଡ଼ିବାକୁ ବ୍ୟବହୃତ ଟାୟାର ଦେଇଥିଲେ ବିବେକ । ମମିତାଙ୍କୁ ହତ୍ୟା ପରେ ବିବେକଙ୍କୁ ଫୋନ୍ କରିଥିଲା ଗୋବିନ୍ଦ । ଗତ ୮