Odia News Portal

ଦୀପାବଳିରେ ଲିଭିଗଲା ମନ୍ତ୍ରୀ ସୁବ୍ରତ ମୁଖାର୍ଜୀଙ୍କ ଜୀବନ ଦୀପ

କୋଲକତା: ତୃଣମୂଳ କଂଗ୍ରେସ ପାର୍ଟିର ବରିଷ୍ଠ ନେତା ତଥା ପଶ୍ଚିମବଙ୍ଗର ପଞ୍ଚାୟତରାଜ ମନ୍ତ୍ରୀ ସୁବ୍ରତ ମୁଖାର୍ଜୀଙ୍କ ଗତ ରାତିରେ ପରଲୋକ ହୋଇଯାଇଛି।  ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ହୋଇଥିଲା। କିଛି ଦିନ ପୂର୍ବେ ହୃଦଘାତର ଶିକାର ହୋଇଥିବା ସୁବ୍ରତ ମୁଖାର୍ଜୀ କଲିକତାର ଏକ ସରକାରୀ

ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କଲେ ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର

କଟକ: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର ଆଜି ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟ ନୂଆ ସମ୍ମିଳନୀ କକ୍ଷରେ ଆୟୋଜିତ ସ୍ଵତନ୍ତ୍ର ଉତ୍ସବରେ ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ. ମୁରଲୀଧର ତାଙ୍କୁ ଶପଥ ପାଠ କରାଇଛନ୍ତି। ଏହି ଅବସରରେ ହାଇକୋର୍ଟର ସମସ୍ତ

ଆଜି ସ୍କଟଲ୍ୟାଣ୍ଡକୁ ଭେଟିବ ଭାରତ

ଦୁବାଇ: ଟିମ୍ ଇଣ୍ଡିଆ ଆଜି ଟି-୨୦ ବିଶ୍ୱକପରେ ସ୍କଟଲାଣ୍ଡକୁ ଭେଟିବ | ସେମିଫାଇନାଲ ଆଶା ଉଜ୍ଜୀବିତ ରଖିବା ପାଇଁ ଭାରତକୁ ସ୍କଟଲାଣ୍ଡ ବିପକ୍ଷରେ ଏକ ବଡ଼ ବିଜୟ ହାସଲ କରିବାକୁ ପଡିବ । ଏହା ବ୍ୟତୀତ ରୋହିତ ଶର୍ମା, ଜସପ୍ରୀତ ବୁମ୍ରା ଏବଂ ହାର୍ଦ୍ଦିକ ପାଣ୍ଡ୍ୟା ଏହି ମ୍ୟାଚରେ କିଛି ବଡ଼

ଆଜି ରାଜ୍ୟରେ ୩ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ସଂକ୍ରମଣ । କିନ୍ତୁ ପ୍ରତିଦିନ ଗଢ଼ୁଛି ମୁଣ୍ଡ । ଗତ ୨୪ ଘଣ୍ଟାରେ ୧୭୦ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୫୦ ବୃଦ୍ଧି ପାଇଛି । ଏନେଇ ରାଜ୍ୟ

ପୂର୍ବତନ ସରପଞ୍ଚଙ୍କୁ ମାରିଦେଲେ

ବ୍ରହ୍ମପୁର: ସହର ଉପକଣ୍ଠ ବନ୍ଥପଲ୍ଲୀର ପୂର୍ବତନ ସରପଞ୍ଚ ପ୍ରଦୀପ ବିଷୋୟୀଙ୍କୁ ହତ୍ୟା କରାଯାଇଛି । ଆଜି ସକାଳେ ତାଙ୍କୁ ବଡବଜାର ଥାନା ଅନ୍ତର୍ଗତ ସୁକୁଣ୍ଡା ଛକରେ ହତ୍ୟା କରାଯାଇଥିବା ଜଣାପଡିଛି । ସ୍ଥାନୀୟ ଲୋକେ ଖବର ଦେଲା ପରେ ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି ।

ଆଜି ରାଜ୍ୟରେ ୧୭୦ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଭାଙ୍ଗୁଛି କରୋନା ଚେନ୍, କମୁଛି ସଂକ୍ରମଣ । ରାଜ୍ୟରେ ତଳମୁହାଁ କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ୧୭୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୨୯୪୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା

ଆନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ନେଲେ ବ୍ରାଭୋ

ଦୁବାଇ: କାରବିଆନ ଦକ୍ଷ ଅଲରାଉଣ୍ଡର ତଥା ଡେଥ ଓଭର ସ୍ପେଶାଲିଷ୍ଟ ଡ୍ୱେନ ବ୍ରାଭୋ ଆନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ନେଇଛନ୍ତି । ଗୁରୁବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚରେ ପରାଜୟ ପରେ ସେ ନିଜର ଅବସର ଘୋଷଣା କରିଛନ୍ତି । ତେବେ ୧୮ ବର୍ଷର କ୍ରିକେଟ କ୍ୟାରିୟର ଭିତରେ ସେ ଅନେକ କ୍ଷ୍ୟାତି

୬ରେ ଗଜପତି ବନ୍ଦ ଡାକରା ଦେଲା ବିଜେପି

ଭୁବନେଶ୍ୱର: ମହାଲିଙ୍ଗ ମିଷ୍ଟ୍ରିକୁ ନେଇ ରାଜ୍ୟରେ ଚାଲିଛି ବିକ୍ଷୋଭ । ମମିତା ମେହେରଙ୍କ ହତ୍ୟାରେ ମନ୍ତ୍ରୀଙ୍କ ସମ୍ପୃକ୍ତିକୁ ନେଇ ସାରା ରାଜ୍ୟରେ ବିରୋଧୀମାନେ ସ୍ୱର ଉଠାଇଛନ୍ତି । ମମିତାଙ୍କୁ ନ୍ୟାୟ ଦେବା ସହ ମନ୍ତ୍ରୀଙ୍କ ଇସ୍ତଫା ଲାଗି ଅଡ଼ି ବସିଛନ୍ତି ବିରୋଧୀ । ଘନଘନ ପ୍ରେସମିଟ୍

ଆସନ୍ତାକାଲି କେଦାରନାଥ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚଳିତ ମାସ ୫ ତାରିଖ (ଶୁକ୍ରବାର) କେଦାରନାଥ ଗସ୍ତ କରିବେ। ପ୍ରଧାନମନ୍ତ୍ରୀ ମୋଦୀ ଭଗବାନ କେଦାରନାଥଙ୍କୁ ପୂଜାର୍ଚ୍ଚନା କରିବାର କାର୍ଯ୍ୟକ୍ରମ ରହିଛି। ମୋଦୀଙ୍କ ଗସ୍ତ ପୂର୍ବରୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମୀ ବୁଧବାର

ଶୁକ୍ରବାର ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ନେବେ ଆଦିତ୍ୟ ମହାପାତ୍ର

କଟକ: ଓଡ଼ିଶା ଉଚ୍ଚ ନ୍ୟାୟାଳୟ ପାଇଁ ଆଉ ଜଣେ ବିଚାରପତିଙ୍କୁ ନିଯୁକ୍ତି ମିଳିଛି। ଆଇନଜୀବୀ ଆଦିତ୍ୟ କୁମାର ମହାପାତ୍ର ଉଚ୍ଚ ନ୍ୟାୟାଳୟର ବିଚାରପତି ଭାବେ ନିଯୁକ୍ତି ପାଇଛନ୍ତି। କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଷ୍ଟ୍ରପତିଙ୍କ ଅନୁମୋଦନ ଲାଭ ପରେ ଏ