ମାଓବାଦୀଙ୍କ ବର୍ବରକାଣ୍ଡ
ପୁଣି ମାଓବାଦୀଙ୍କ ବର୍ବରକାଣ୍ଡ। ପୋଲିସ ଇନଫର୍ମର ସନ୍ଦେହରେ ଯୁବକଙ୍କୁ ହତ୍ୟା। ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ସୁକମା ଜିଲ୍ଲାରେ ପୋଲିସ ଇନଫର୍ମର ସନ୍ଦେହରେ ଜଣେ ଯୁବକଙ୍କୁ ଗଳା କାଟି ହତ୍ୟା କରିଛନ୍ତି ଲାଲ୍ବାହିନୀ।
ଏରାବର ନିକଟରେ ମାଓବାଦୀମାନେ ଧାରୁଆ ଅସ୍ତ୍ରରେ ଗଳାକାଟି!-->…
