Odia News Portal

ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର : ଆଜି କିଛି ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ବିପଦ ରହିଛି । ରାଜ୍ୟରେ ୧୧ ଟି ଜିଲ୍ଲାରେ ବର୍ଷା ସହ ଘଡଘଡି ହେବା ପୂର୍ବାନୁମାନ କରି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ, ଯାଜପୁର, ଢ଼େଙ୍କାନାଳ, ଗଞ୍ଜାମ, ଗଜପତି, ନୂଆପଡା,

୨ ସାମ୍ବାଦିକ ମାରିଆ ରେସା ଏବଂ ଦିମିତ୍ରି ମୁରାତୋଭଙ୍କୁ ମିଳିବ ନୋବେଲ ଶାନ୍ତି ପୁରସ୍କାର

ନୂଆଦିଲ୍ଲୀ: ମାରିଆ ରେସା ଏବଂ ଦିମିତ୍ରି ମୁରାତୋଭଙ୍କୁ ୨୦୨୧ ନୋବେଲ ଶାନ୍ତି ପୁରସ୍କାର ପାଇଁ ଘୋଷଣା କରାଯାଇଛି। "ବାକ୍‌ ସ୍ୱାଧୀନତା ପାଇଁ ସେମାନଙ୍କୁ ଏହି ସମ୍ମାନଜନକ ପୁରସ୍କାର ପ୍ରଦାନ କରାଯିବ।୨୦୧୨ ରେ ରେସା ଏକ ସମ୍ବାଦ ୱେବସାଇଟ୍ ରାପଲର ସହ-ପ୍ରତିଷ୍ଠାତା ଥିଲେ। ଯାହା

ଆସନ୍ତାକାଲିଠୁ ୨୫ ପର୍ଯ୍ୟନ୍ତ ବନ୍ଦ ରହିବ ହାଇକୋର୍ଟ

କଟକ : ଓଡିଶା ହାଇକୋର୍ଟର ଦୁର୍ଗାପୂଜା ଅବକାଶ । ଆସନ୍ତା କାଲିଠାରୁ ୨୫ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ହାଇକୋର୍ଟ । ଏହି ଅବକାଶ ସମୟରେ ଅକ୍ଟୋବର ୧୧,୧୮ ଓ ୨୧ ତାରିଖରେ ଅବକାଶ କାଳୀନ ଖଣ୍ଡପୀଠ ବସି ଜରୁରୀ ମାମଲା ଗୁଡିକର ଶୁଣାଣି କରିବେ। କୋଭିଡ଼ କଟକଣା ମାନି ସକାଳ ୧୧ ଟାରୁ ଅପରାହ୍ନ ୩

ୟୁପି ସରକାରଙ୍କ ଉପରେ ସୁପ୍ରିମକୋର୍ଟ ଖପ୍ପା

ନୂଆଦିଲ୍ଲୀ: ଉତ୍ତରପ୍ରଦେଶ ଲଖିମପୁର ହିଂସା ନେଇ ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ଆଉ ଉତ୍ତର ପ୍ରଦେଶ ସରକାରଙ୍କ ଉପରେ ବର୍ଷିଛନ୍ତି ସୁପ୍ରିମକୋର୍ଟ। ରାଜ୍ୟ ସରକାରଙ୍କ ପଦକ୍ଷେପ ଯଥେଷ୍ଟ ନୁହେଁ ବୋଲି ସଫା ସଫା କହିଛନ୍ତି କୋର୍ଟ। ଏହାସହ ଏଯାଏ କାହିଁକି ମୁଖ୍ୟ ଅଭିଯୁକ୍ତକୁ ଗିରଫ କରାଯାଇନି

ଭାରତ-ଚୀନ୍ ସୈନିକ ମୁହାଁମୁହିଁ

ନୂଆଦିଲ୍ଲୀ: ବିସ୍ତାରବାଦୀ ଚୀନର ବଦମାସୀ କମୁନି । ଲଦାଖ ପରେ ଏବେ ଅରୁଣାଚଳ ପ୍ରଦେଶ ସୀମାରେ ଭାରତୀୟ ସେନା ସହ ମୁହାଁମୁହିଁ ହୋଇଛି । ଏଲଏସିରେ ଦୁଇ ଦେଶର ସୈନ୍ୟ ସାମନା ସାମନି ହୋଇଛନ୍ତି । ଅରୁଣାଚଳ ପ୍ରଦେଶର ୟାଙ୍ଗସ୍ତେ ଅନ୍ତର୍ଗତ ତାଓ୍ୱାଙ୍ଗ ସେକ୍ଟରରେ ଏହି ଘଟଣା ଘଟିଥିଲା ।ଚୀନର

ଦୋଷୀ ସାବ୍ୟସ୍ତ ହେଲେ ଆତ୍ମଘୋଷିତ ଧର୍ମଗୁରୁ ଗୁରମିତ ରାମ ରହିମ

ନୂଆଦିଲ୍ଲୀ: ଦୋଷୀ ସାବ୍ୟସ୍ତ ହେଲେ ଧର୍ମଗୁରୁ ଗୁରମିତ ରାମ ରହିମ। ଶୁକ୍ରବାର ରଞ୍ଜିତ ସିଂ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ଗୁରମିତ। ସ୍ୱତନ୍ତ୍ର ସିବିଆଇ କୋର୍ଟରେ ତାଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି।ପଞ୍ଚକୁଲାର ଏକ ସ୍ୱତନ୍ତ୍ର ସେଣ୍ଟ୍ରାଲ୍ ବ୍ୟୁରୋ ଅଫ୍ ଇନଭେଷ୍ଟିଗେସନ୍

ଜାଣନ୍ତୁ ଆଜି ଦେଶରେ କଣ ରହିଛି କରୋନା ସ୍ଥିତି

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୨୧,୨୫୭ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦିନକ ମଧ୍ୟରେ କରୋନାରୁ ୨୪,୯୬୩ ଜଣ ସୁସ୍ଥ ହୋଇଛନ୍ତି । କରାଯାଉଥିବା ନମୁନା ପରୀକ୍ଷା ମଧ୍ୟରୁ ସଂକ୍ରମିତ ଚିହ୍ନଟ ହେବା ସଂଖ୍ୟା ସଂପ୍ରତି ୦.୭୧% ରହିଛି । ଦେଶରେ ଦୈନିକ ସଂକ୍ରମଣ ହାର

ଆଜି ପ୍ରକାଶ ପାଇବ ପଞ୍ଚାୟତ ନିର୍ବାଚନ ଲାଗି ସଂରକ୍ଷଣ ତାଲିକା

ଭୁବନେଶ୍ୱର: ସବୁଠି ଗୋଟିଏ ଚର୍ଚ୍ଚା । କେବେ ହେବ ପଞ୍ଚାୟତ ନିର୍ବାଚନ । ଆଉ ଏଥରକ ଆମ ପଞ୍ଚାୟତ ବା ଏନଏସିରେ କେଉଁ କୋଟା ରହୁଛି । ତେବେ ଆଜି ଏହି ଅପେକ୍ଷାର ଅନ୍ତ ହେବ ବୋଲି ଶୁଣିବାକୁ ମିଳୁଛି । ଆଜି ପଂଚାୟନ ନିର୍ବାଚନ ଲାଗି ସଂରକ୍ଷଣ ତାଲିକା ପ୍ରକାଶ ପାଇବ । ୱାର୍ଡ ମେମ୍ବର, ସରପଂଚ,

ଶପଥ ଗ୍ରହଣ କଲେ ଓଡ଼ିଶା ହାଇକୋର୍ଟର ଦୁଇ ନୂଆ ବିଚାରପତି

କଟକ: ଓଡିଶା ହାଇକୋର୍ଟର ବିଚାରପତି ଭାବେ ଆଜି ଜଷ୍ଟିସ ଯଶୋବନ୍ତ ସିଂହ ଓ ଜଷ୍ଟିସ ଅରିନ୍ଦମ ସିହ୍ନା ଶପଥ ଗ୍ରହଣ କରିଛନ୍ତି । ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଏସ. ମୁରଲୀଧରନ ଦୁଇ ବିଚାରପତିଙ୍କୁ ଶପଥ ପାଠ କରାଇଛନ୍ତି । ଏଥିସହ ଓଡିଶା ହାଇକୋର୍ଟରେ ମୋଟ ବିଚାରପତିଙ୍କ ସଂଖ୍ୟା ୧୪ରେ

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ବଢ଼ିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର: ସରକାରୀ କର୍ମଚାରୀଙ୍କୁ ରାଜ୍ୟ ସରକାରଙ୍କ ପୂଜା ଭେଟି । ମହଙ୍ଗା ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର । ୧୧ ପ୍ରତିଶତର ମହଙ୍ଗା ଭତ୍ତା ବୃଦ୍ଧି କଲେ । ଜୁଲାଇ ୨୧ରୁ ପିଛଲା ଭାବେ ଲାଗୁ ହେବ ବର୍ଦ୍ଧିତ ଭତ୍ତା । ଆକ୍ଟୋବର ଦରମାରେ ବର୍ଦ୍ଧିତ ଭତ୍ତା ମିଳିବ । ପୂଜା ପୂର୍ବରୁ