ଡିସେମ୍ବର ଶେଷ ସୁଦ୍ଧା ଘୋଷଣା କରାଯିବ ପଞ୍ଚୟତ ନିର୍ବାଚନର ତାରିଖ ।
ପଞ୍ଚାୟତ ନିର୍ବାଚନ ପାଇଁ ଚୂଡ଼ାନ୍ତ ଭୋଟର ତାଲିକା ଏଇ ତିନି ଦିନ ଭିତରେ ପ୍ରକାଶ ପାଇବ। ନିର୍ବାଚନ ପାଇଁ ଆବଶ୍ୟକ ବାଲାଟ ବାକ୍ସ ସଂଗ୍ରହ କରାଯାଉଛି ବୋଲି ରାଜ୍ୟ ନିର୍ବାଚନ କମିସନଙ୍କ କାର୍ୟ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଚଳିତ ବର୍ଷ ଡିସେମ୍ବର ଶେଷ ସୁଦ୍ଧା ତାରିଖ ଘୋଷଣା ହେବାର!-->…
