Odia News Portal

ସରକାରୀ କର୍ମଚାରୀଙ୍କ ଗୋଷ୍ଠୀ ବୀମା ଦେୟ ସଂଶୋଧିତ

ଭୁବନେଶ୍ୱର: ରାଜ୍ୟ ସରକାର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଉଦ୍ଦିଷ୍ଟ ଗୋଷ୍ଠୀ ବୀମା ଯୋଜନା ଦେୟରେ ସଂଶୋଧନ କରିଛନ୍ତି। ପୂର୍ବରୁ ୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀ ମାନଙ୍କୁ GIS ବାବଦରେ ୭୫୦୦ ଟଙ୍କା ଦେବାକୁ ପଡୁଥିବା ବେଳେ ଏବେ ତାହା ୨୦ ହଜାର ଟଙ୍କାକୁ ବୃଦ୍ଧି

ରେପୋ ଓ ରିଭର୍ସ ରେପୋ ରେଟ୍ ଅପରିବର୍ତ୍ତିତ

ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ ବା ଆରବିଆଇ ଦ୍ୱାରା ତୃତୀୟ ଦ୍ୱିମାସିକ ମୁଦ୍ରାନୀତି ଘୋଷଣା ହୋଇଛି । ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏହାର ଘୋଷଣା କରିଛନ୍ତି ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ । ରେପୋ ରେଟ୍ ରିଭର୍ସ ରେପୋ ରେଟ୍ ଅପରିବର୍ତ୍ତିତ ରହିବ । ପୂର୍ବ ଭଳି ରେପୋ ରେଟ୍

ଆଜିଠୁ ନନ୍ଦନକାନନରେ ଗଡ଼ିବ ଟଏ ଟ୍ରେନ୍

ଭୁବନେଶ୍ୱର: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ଆଜିଠୁ ପୁଣି ଥରେ ନନ୍ଦନକାନନରେ ଟଏ ଟ୍ରେନରେ ବସି ଚିଡିଆଖାନା ବୁଲିବାର ମଜା ନେଇପାରିବେ ପର୍ଯ୍ୟଟକ । ୭ ବର୍ଷ ପରେ ଟ୍ରାକରେ ଗଡ଼ିବ ଟଏ ଟ୍ରେନ୍। ୭୬-ତମ ରାଜ୍ୟସ୍ତରୀୟ ବନ୍ୟପ୍ରାଣୀ ସପ୍ତାହ ସମାରୋହ ଅବସରରେ ଆଜି ଉଦଘାଟିତ ହେବ ଟଏଟ୍ରେନ ।

ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ଦର

ନୂଆଦିଲ୍ଲୀ: ପୁଣି ବଢିଲା ତୈଳ ଦର। ଅନ୍ତର୍ଜାତୀୟ ତୈଳ ମୂଲ୍ୟରେ ବୃଦ୍ଧି କ୍ରମାଗତ ଚତୁର୍ଥ ଦିନ ହାର ବୃଦ୍ଧି ପାଇଥିବାରୁ ଅକ୍ଟୋବର ୯ରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ସାରା ଦେଶରେ ସର୍ବକାଳୀନ ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି। ରାଷ୍ଟ୍ରାୟତ୍ତ ଇନ୍ଧନ ବ୍ୟବସାୟୀଙ୍କ ମୂଲ୍ୟ ବିଜ୍ଞପ୍ତି ଅନୁଯାୟୀ

ଦିନକରେ ରାଜ୍ୟରେ ଚିହ୍ନଟ ହେଲେ ୫୨୪ ନୂଆ କୋଭିଡ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ଗୁରୁବାର ଦିନକ ମଧ୍ୟରେ ୫୨୪ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ସଂଗରୋଧରୁ ୩୦୬ ଓ ସ୍ଥାନୀୟ ସଂକ୍ରମିତ ୨୧୮ ଜଣ ରହିଛନ୍ତି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ଶିଶୁ ଓ କିଶୋର ୭୫ ଜଣ ରହିଛନ୍ତି । ରାଜ୍ୟର

ଆସନ୍ତାକାଲି ଭୁବନେଶ୍ୱରରେ ସମ୍ପୂର୍ଣ୍ଣ ବନ୍ଦ ରହିବ ଜଳ ଯୋଗାଣ

ଭୁବନେଶ୍ୱର: ଆସନ୍ତାକାଲି ଭୁବନେଶ୍ୱରରେ ଜଳ ଯୋଗାଣ ସମ୍ପୂର୍ଣ୍ଣ ବନ୍ଦ ହୋଇଯିବ । ସକାଳ ୮ଟାରୁ ଅପରାହ୍ନ ୪ଟା ଯାଏଁ ବନ୍ଦ ରହିବ ଜଳ ଯୋଗାଣ । ପ୍ରଥମ ଥର ପାଇଁ ୮ଘଣ୍ଟା ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛି ୱାଟକୋ । ତେବେ ପଳାଶୁଣୀ ମୁଖ୍ୟ ଜଳ ଯେଗାଣ ପାଇପଲାଇନରେ ଜରୁରୀ ମରାମତି ପାଇଁ ଏହି

ସିଏସକେକୁ ହରାଇଲା ପଞ୍ଜାବ

ଦୁବାଇ: ଶେଷ ମ୍ୟାଚରେ ରୋମାଞ୍ଚକ ବିଜୟ । ଚେନ୍ନାଇକୁ ହରାଇଲା ପଞ୍ଜାବ । ବୋଲରଙ୍କୁ ସୁହାଉଥିବା ପିଚ୍ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ)ର କୌଣସି ବୋଲରଙ୍କ କ୍ଷମା ଦେଲେ ନାହିଁ ଲୋକେଶ ରାହୁଲ। ମାତ୍ର ୪୨ ବଲରେ ୯୮ ରନ୍ର ବିସ୍ଫୋରକ ଅପରାଜିତ ପାଳି ଖେଳି ଦଳକୁ ୧୩ ଓଭରରେ ଜିତାଇ

ବିଚାର ବିଭାଗୀୟ ହାଜତକୁ ଗଲେ ଆର୍ୟାନ

ନୂଆଦିଲ୍ଲୀ: କ୍ରୁଜ ପାର୍ଟି ସହ ଜଡିତ ଡ୍ରଗ୍ସ କେସରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ସାହାରୁଖ ଖାନଙ୍କ ପୁଅ ଆୟର୍ନ ଖାନଙ୍କ ସମେତ ୮ ଜଣଙ୍କୁ ୧୧ ଅକ୍ଟୋବର ପର୍ଯ୍ୟନ୍ତ ରିମାଣ୍ଡ ମାଗିଥିଲା । ହେଲେ ଆଉ ଅଧିକ ଦିନ ରିମାଣ୍ଡରେ ନେବାକୁ ଅନୁମତି ମିଳିନାହିଁ । ଫଳରେ ଆର୍ୟାନ ବିଚାର ବିଭାଗୀୟ

ବିଜେପି ଜାତୀୟ କାର୍ଯ୍ୟକାରିଣୀ କମିଟି ସଦସ୍ୟଙ୍କ ନାଁ ଘୋଷଣା

ନୂଆଦିଲ୍ଲୀ: ଜାତୀୟ କାର୍ଯ୍ୟକାରିଣୀ କମିଟି ସଦସ୍ୟଙ୍କ ନାଁ ଘୋଷଣା କରିଛି ବିଜେପି । ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏହି ଘୋଷଣା କରିଛନ୍ତି । କମିଟିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ୮୦ ଜଣଙ୍କ ନାଁ ରହିଛି । ଓଡ଼ିଶାରୁ ଏହି କମିଟିରେ ୩ ଜଣଙ୍କୁ ସ୍ଥାନ ମିଳିଛି ।

ଶପଥ ନେଲେ ମମତା

କୋଲକାତା: ତୃଣମୂଳ ନେତ୍ରୀ ମମତା ବାନାର୍ଜୀଙ୍କୁ ରାଜ୍ୟପାଳ ଜଗଦ୍ଦୀପ ଧନଖଡ ଗୁରୁବାର ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଯାହା ଫଳରେ ରାଜ୍ୟର କାର୍ୟ୍ୟକାରୀ ମୁଖ୍ୟମନ୍ତ୍ରୀ ଥିବା ମମତା ବାନାର୍ଜୀଙ୍କୁ ସଦନର ସଦସ୍ୟତା ମିଳିଯାଇଛି । ଗତ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ତୃଣମୂଳ