Odia News Portal

ଆଇଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ବର : ଆଇଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳ ବଦଳ କରିଛନ୍ତି ରାଜ୍ୟ ସରକାର । ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ପ୍ରମୁଖ ସଚିବ ପ୍ରଦୀପ୍ତ ମହାପାତ୍ରଙ୍କୁ ଓଏଫଡିସି ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି । ବ୍ୟକ୍ତିଗତ କାରଣ ଦର୍ଶାଇ ସେ ମାସେ କାଳ ଛୁଟିରେ ଥିଲେ । ସେ କାର୍ଯ୍ୟରେ ଯୋଗ ଦେବାପରେ ବଦଳି

ସ୍ତ୍ରୀକୁ ହାଣିଦେଲା ସ୍ୱାମୀ

ବଲାଙ୍ଗୀର: ସ୍ୱାମୀ ହେଉଛି ସ୍ତ୍ରୀର ରକ୍ଷା କବଚ । ସାତ ଜନ୍ମ ଲାଗି ସାଥୀ ହୋଇ ରହିବାକୁ ଅଗ୍ନୀକୁ ସାକ୍ଷୀ ରଖି ବାହା ହୋଇଥିଲେ । ହେଲେ ଗୋଟିଏ ଜନ୍ମ ଅଧା ହୋଇନି ସ୍ତ୍ରୀ ହାତ ଛାଡ଼ିଛି ସ୍ୱାମୀ । ଅତି ନିର୍ମମ ଭାବେ ହାଣି ପାକଇଛି । ପାରିବାରିକ କଳହର କରୁଣ ପରିଣତି । ସୈତାନ ସ୍ୱାମୀର

ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ରେଡ୍‌

ଭୁବନେଶ୍ୱର: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ହୋଇଛି ଏହି ଚଢ଼ାଉ।ପ୍ରଦୀପଙ୍କ ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନରେ ଚଢ଼ାଉ କରାଯାଇଥିବା ବେଳେ ତାଙ୍କ ସମ୍ପର୍କୀୟ ଓ ସହଯୋଗୀଙ୍କ ଘରେ ମଧ୍ୟ ରେଡ୍

ନଜର ପକାନ୍ତୁ ଆଜି ରାଜ୍ୟର କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ ହେଲେ

ଭୁବନେଶ୍ୱର: ରାଜ୍ୟରେ କୋରୋନାର ଦୈନିକ ସଂକ୍ରମଣ ଉପର-ତଳ ହେଉଛି । ୪ ଶହରୁ କମ୍ ରହିବା ପରେ ଗତ ୨୪ ଘଣ୍ଟାରେ ପୁଣି ବଢିଛି ସଂକ୍ରମଣ । ଚିହ୍ନଟ ହୋଇଛନ୍ତି ଆଉ ୪୪୩ ନୂଆ ଆକ୍ରାନ୍ତ । ନୂଆ ଚିହ୍ନଟ ପଜିଟିଭଙ୍କ ମଧ୍ୟରେ ଅଛନ୍ତି ୭୫ ଜଣ ଶିଶୁ ଓ କିଶୋର । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪୩

ଗଡଜାତ ଗାନ୍ଧି ସାରଙ୍ଗଧର ଦାସଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର : ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ସମାଜବାଦୀ ଆନ୍ଦୋଳନର ବାର୍ତ୍ତାବହ ଗଡଜାତ ଗାନ୍ଧି ସାରଙ୍ଗଧର ଦାସଙ୍କ ଜୟନ୍ତୀର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟକୁ ଶିଳ୍ପ ସମୃଦ୍ଧ କରିବା ଦିଗରେ ସାରଙ୍ଗଧର ଦାସଙ୍କ ପ୍ରୟାସ, ଓଡିଆ ସ୍ୱାଭିମାନ ତଥା ସମାଜର

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୬ ହଜାରରୁ କିଛି ଥିବା ବେଳେ ମୃତ୍ୟୁସଂଖ୍ୟା ୧୫୦ରୁ କମ୍‌ ଅଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୪,୧୪୬

ଆସନ୍ତା ୪ ଦିନ ଯାଏଁ ସାରା ରାଜ୍ୟରେ ବର୍ଷା

ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ବିଶେଷ କରି ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଏବେ ଲଘୁଚାପ ଆନ୍ଧ୍ରର ଉତ୍ତର ଉପକୂଳ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଛି । ଆସନ୍ତା ୨୪

ଆଜିଠୁ ଟି-୨୦ ବିଶ୍ୱକପ୍

ମସ୍କଟ : ରବିବାରଠାରୁ ଓମାନର ମସ୍କଟଠାରେ ଟ୍ବେଣ୍ଟି-୨୦ ବିଶ୍ବକପ୍‌ ଆରମ୍ଭ ହେବ। ମ୍ୟାଚ୍‌ଗୁଡ଼ିକ ଓମାନ ଏବଂ ୟୁଏଇରେ ଆୟୋଜିତ ହେବ। ୧୬ ଦଳୀୟ ପ୍ରତିଯୋଗିତାରେ ମୋଟ ୪୫ ମ୍ୟାଚ୍ ଖେଳାଯିବ। ଆସନ୍ତାକାଲି ପ୍ରାରମ୍ଭିକ ପର୍ଯ୍ୟାୟର ଦୁଇଟି ମ୍ୟାଚ୍‌ରେ ଆୟୋଜକ ଓମାନକୁ ପାପୁଆ ନ୍ୟୁଗିନି ଏବଂ

ସତ୍ୟ କଣ? ଇଶ୍ୱର କଣ? ଏ ସମ୍ପର୍କରେ କଣ କହୁଥିଲେ ବାବା

ଭୁବନେଶ୍ୱର: ଶ୍ରୀ ସାଇଙ୍କ ମତରେ ଇଶ୍ୱର ଏବଂ ସତ୍ୟ ଏକ ଓ ଅଭିନ୍ନ । ସତ୍ୟନିଷ୍ଠ ମଣିଷ ହିଁ ଦିବ୍ୟତ୍ୱ ଲାଭ କରେ । ଯଦି ଜଣେ ସତ୍ୟକୁ ଉପଲବ୍ଧ କରି ନାହିଁ- ତେବେ ଇଶ୍ୱର, ସ୍ୱର୍ଗ ଏସବୁ ତତ୍ୱ ତା’ ପାଇଁ କେବଳ ବୌଦ୍ଧିକ ତର୍ଜମା ହୋଇ ରହିଯାଏ । ଶୁଦ୍ଧ ଆଚରଣ, ସତ୍ୟନିଷ୍ଠତା ଓ ସଞ୍ଚିତ ପୁଣ୍ୟ

ଲିଫ୍ଟ ଦେଲେ, ଦୁଷ୍କର୍ମ କଲେ

ମୟୂରଭଞ୍ଜ : ଲିଫ୍ଟ ଦେବା ବାହାନାରେ ଜଣେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ ହୋଇଛି । ଏଭଳି ଲଜ୍ୟାଜନକ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ଶୁକୃଳି ଅଞ୍ଚଳରେ । ଏପରିକି ବୃଦ୍ଧାଙ୍କୁ ଆକ୍ରମଣ କରାଯାଇଥିବା ମଧ୍ୟ ଅଭିଯୋଗ ହୋଇଛି। ସୂଚନା ଅନୁସାରେ, ଗତକାଲି ଶୁକୃଳି ସାପ୍ତାହିକ ହାଟରୁ ସମ୍ପୃକ୍ତ