Odia News Portal

ସଂସଦ ଟିଭି ଆଙ୍କର ପଦରୁ ଇସ୍ତଫା ଦେଲେ ପ୍ରିୟଙ୍କା ଚତୁର୍ବେଦୀ

ସଂସଦ ଟିଭି ଆଙ୍କର ପଦରୁ ଇସ୍ତଫା ଦେଲେ ପ୍ରିୟଙ୍କା ଚତୁର୍ବେଦୀ । ଶିବସେନାର ରାଜ୍ୟସଭା ସାଂସଦ ପ୍ରିୟଙ୍କା ସଂସଦ ଟିଭିର ମେରୀ କାହାନୀ ସୋ’ର ଉପସ୍ଥାପିକା ଭାବେ ଦାୟିତ୍ୱ ତୁଲାଉଥିଲେ । ଅନ୍ୟ ୧୧ଜଣ ସାଂସଦଙ୍କ ସହ ପ୍ରିୟଙ୍କାଙ୍କୁ ରାଜ୍ୟସଭାରୁ ନିଲମ୍ବନ କରାଯିବା ପ୍ରତିବାଦରେ ସେ ଏଥିରୁ…

୧୦ କୋଟିର ଗିଫ୍ଟ

ବଢିଲା ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଅଡୁଆ । କୋଟି କୋଟି ଟଙ୍କାର ଅର୍ଥ ଠକେଇ ଘଟଣାର ମୁଖ୍ୟ ଅଭିଯୁକ୍ତ ସୁକେଶ ଚନ୍ଦ୍ରଶେଖର, ଅଭିନେତ୍ରୀ ଜ୍ୟାକଲିନଙ୍କୁ ଦେଇଥିଲେ ଅଦ୍ଭୁତ ଉପହାର । ଏହା ମଧ୍ୟରେ ଥିଲା ୫୨ ଲକ୍ଷ ଟଙ୍କାର ଏକ ଘୋଡା ଓ ୯ ଲକ୍ଷ ଟଙ୍କାର ଏକ ପାର୍ସୀ ବିଲେଇ ।…

ଶୀତ ଦିନେ କେମିତି ପାଇବେ ଦାଗମୁକ୍ତ ଚେହେରା

ଏହା ସମସ୍ତଙ୍କ ସ୍ୱପ୍ନ ଯେ ତାଙ୍କ ଚେହେରା ସବୁବେଳେ ଚମକିବା ଏବଂ ଚମକିବା ଉଚିତ୍, ଯାହାଫଳରେ ସମସ୍ତେ ତାଙ୍କ ଚମକୁଥିବା ଚେହେରାର ରହସ୍ୟ ପଚାରନ୍ତି। ଯଦି ଆପଣ ମଧ୍ୟ ଏକ ଚମକୁଥିବା ଚର୍ମ ପାଇବାକୁ ଚାହାଁନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ। ହଁ, ସ୍ୱାସ୍ଥ୍ୟ ଏବଂ ଚର୍ମ ବିଶେଷଜ୍ଞମାନେ…

ପୁରୀ ଠାରୁ ୭୦ କିଲୋମିଟର ଦୂରରେ ଜୱାଦ

ପୁରୀ ପାଖ ଦେଇ ପଶ୍ଚିମବଙ୍ଗକୁ ଚାଲିଯିବ ‘ଜୱାଦ୍’ । ସମୁଦ୍ର ଭିତରେ ଧିରେ ଧିରେ ଦୁର୍ବଳ ହେଉଛି ଜୱାଦ । ଆଗାମୀ ୩ ଘଣ୍ଟାରେ ଅବପାତର ରୂପ ନେବ ଜୱାଦ । ଓଡ଼ିଶା ଉପକୂଳ ଦେଇ ଉତର ଓ ଉତର ପୂର୍ବ ଦିଗରେ ପଶ୍ଚିମବଙ୍ଗ ଆଡ଼କୁ ପଳାଇବା ସମ୍ଭାବନା ରହିଛି । ଏବେ ପୁରୀ ଠାରୁ ୭୦ କିଲୋମିଟର ଦୂରରେ…

୨୦୨୩ ସୁଦ୍ଧା ସରିବ ଏସସିବି ନବୀକରଣ ପ୍ରକଳ୍ପ କାମ

ଏସ୍‌ସିବି ମେଡିକାଲ୍‌ କଲେଜ ଓ ହସ୍‌ପିଟାଲର ନବୀକରଣ ପ୍ରକଳ୍ପର ନିରୀକ୍ଷଣ ଓ ଅନ୍ୟାନ୍ୟ ଆବଶ୍ୟକତା ପୂରଣ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ପ୍ରକଳ୍ପ କାର୍ଯ୍ୟକାରୀ କମିଟି (ପିଆଇସି) ଗଠନ କରାଯାଇଛି। ସିଡିଏ ଅଧ୍ୟକ୍ଷ ଅନୀଲ କୁମାର ସାମଲ ଏହି କମିଟିର ମୁଖ୍ୟ ଥିବା ବେଳେ ଓଡ଼ିଶା…

ସରକାରୀ ଚାକିରୀ ପାଇବାକୁ ତାମିଲ ଭାଷା ପାସ କରିବା ଜରୁରୀ

ଏଣିକି ତାମିଲନାଡୁରେ ସରକାରୀ ଚାକିରି କରିବାକୁ ହେଲେ ତାମିଲ ଭାଷାରେ କୃତକାର୍ଯ୍ୟ ହେବାକୁ ପଡିବ | ଯଦି ଜଣେ ତାମିଲ ଭାଷାରେ ପାସ କରିପାରିବ ନାହିଁ ତେବେ ସରକାରୀ ଚାକିରି ପାଇପାରିବ ନାହିଁ | ତାମିଲନାଡୁ ସରକାର ରାଜ୍ୟର ସରକାରୀ ସେବା ଓ ସରକାରୀ ଉଦ୍ୟୋଗରେ ଚାକିରି ପାଇଁ ତାମିଲ ଭାଷାରେ…

ଜୱାଦ ପ୍ରଭାବରେ କୋଣାର୍କ ସୂର୍ଯ୍ୟ ମନ୍ଦିରରେ ୨ ଫୁଟର ପାଣି

ଜଓ୍ୱାଦ ବାତ୍ୟା ଯୋଗୁଁ କୋଣାର୍କରେ ଗତକାଲି ମଧ୍ୟ ରାତିରୁ ପ୍ରବଳ ବର୍ଷା । ସୂର୍ୟ୍ୟ ମନ୍ଦିରର ଚାରିପଟେ ପାଣି ଜମି ରହିଛି । ପାଣି ନିଷ୍କାସନ ପାଇଁ ଏଏସଆଇ ପକ୍ଷରୁ ୩ଟି ମୋଟର ଲଗାଯାଇଛି । ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ପାଣି ପସିଛି । ସେପଟେ ଲୋକେ ତଥା ପର୍ୟ୍ୟଟକ ନାହିଁ ନଥିବା…

ବର୍ଷା ପାଇଁ ଚିନ୍ତାରେ ଚାଷୀ

ବାତ୍ୟା ନୁହେଁ ଏବେ ବର୍ଷା ଟେନସନ । ଚାଷୀଙ୍କ ଦୁଃଖ ଏବେ ଦୁଇଗୁଣା ହେଲାଣି । ପ୍ରଥମେ ବିଳମ୍ବିତ ମୌସୁମୀ ବର୍ଷା ପରେ ପୁଣି ପୋକ ଦାଉରୁ ଚାଷକୁ ବଞ୍ଚାଇବାର ଆପ୍ରାଣ ଉଦ୍ୟମ । କିନ୍ତୁ ଏବେ ପାଣିରେ ପଡିଲା ବର୍ଷକର କ୍ଷେତ । ବାତ୍ୟା ତ ଗଲା କିନ୍ତୁ ବର୍ଷା ବର୍ଷକର ପରିଶ୍ରମକୁ ପାଣିରେ ଭସାଇ…

ବର୍ଷିବ ଆଉ ୧୨ ଘଣ୍ଟା

ଆଗାମୀ ୩ ଘଣ୍ଟାରେ ଅବପାତର ରୂପ ନେବ ଜୱାଦ । ମଧ୍ୟରାତ୍ରୀ ସୁଦ୍ଧା ଏହା ପଶ୍ଚିମବଙ୍ଗରେ ପହଞ୍ଚିବ । ସୂଚନା ଦେଲେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ପ୍ରଭାବରେ ୧୨ଘଣ୍ଟା ଯାଏଁ ବର୍ଷା ଜାରି ରହିବ । ଆଉ ୧୨ଘଣ୍ଟା ପରେ ବର୍ଷା ପରିମାଣ କମିବ । ଦକ୍ଷିଣରୁ ଯାଇ ଉତ୍ତର ପୂର୍ବ ଓଡିଶାରେ…

ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର

ଝୁଲନ୍ତା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର ।ଭୁବନେଶ୍ୱର ଏଏଚ କଲୋନୀ କୈବଲ୍ୟ ନଗରରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଲେ ଶ୍ରଦ୍ଧାଞ୍ଜଳି ପଟ୍ଟନାୟକ । ୬ବର୍ଷ ପୂର୍ବରୁ ଘନଶ୍ୟାମ ମହାନ୍ତିଙ୍କୁ ବିବାହ କରି କୈବଲ୍ୟ ନଗରରେ ରହୁଥିଲେ ଶ୍ରଦ୍ଧାଞ୍ଜଳି । ପରକୀୟା…