Odia News Portal

ଜାଣନ୍ତୁ କେଉଁ ରାଶିର ଝିଅଙ୍କୁ କେମିତି ବର ମିଳନ୍ତି

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ବର କନ୍ୟାକୁ ନେଇ ବହୁ କିଛି କଥା ବର୍ଣ୍ଣନା କରାଯାଇଛି। ରାଶି ଅନୁଯାୟୀ କୁଆଁରୀ ଝିଅ ମାନଙ୍କୁ କିଭଳି ବର ମିଳିବ ତାହା ମଧ୍ୟ ବର୍ଣ୍ଣନା କରାଯାଇଛି………..ମେଷ – ଏହି ରାଶିର ଝିଅଙ୍କୁ ସୁନ୍ଦର ଓ ଶିକ୍ଷିତ ଜୀବନ ସାଥି ମିଳିଥାଆନ୍ତି। ଏହାସହ ଏମାନଙ୍କ ଜୀବନ

୮ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟ ତଥା ଦେଶରେ ଦକ୍ଷିଣ-ପୂର୍ବ ମୌସୁମୀ ବାୟୁ ଫେରିବା ପ୍ରକ୍ରିୟା ଜାରି ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଛି । ବିଶେଷ କରି ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର, ଗୋପାଳପୁର, ଦିଗପହଣ୍ଡି,ଛତ୍ରପୁର,

ଜିଲ୍ଲା ପରିଷଦ ଅଧ୍ୟକ୍ଷ ପାଇଁ ପ୍ରକାଶ ପାଇଲା ସଂରକ୍ଷଣ ଚିଠା ବିଜ୍ଞପ୍ତି

ଭୁବନେଶ୍ବର : ଜିଲ୍ଲା ପରିଷଦ ଅଧ୍ୟକ୍ଷ ପାଇଁ ପ୍ରକାଶ ପାଇଛି ଚିଠା ବିଜ୍ଞପ୍ତି। ୩୦ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ଲାଗି ପ୍ରକାଶ ପାଇଛି ସଂରକ୍ଷଣ ତାଲିକା । ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ କରାଯାଇଛି । ମହିଳାଙ୍କ ଲାଗି ୫୦ ପ୍ରତିଶତ ଅର୍ଥାତ ୧୫ ସିଟ ସଂରକ୍ଷଣ

ରାହୁଲ ପୁଣି ଥରେ ଅଧ୍ୟକ୍ଷ ହେବାକୁ ସିଡବ୍ଲୁସି ବୈଠକରେ ଉଠିଲା ଦାବି

ନୂଆଦିଲ୍ଲୀ : ରାହୁଲ ଗାନ୍ଧୀଙ୍କୁ ପୁଣିଥରେ ଦଳର ଅଧ୍ୟକ୍ଷ କରିବାକୁ ଦଳର ନେତା ଓ କର୍ମୀମାନେ ଦାବି କରିଛନ୍ତି । କଂଗ୍ରେସ ୱାର୍କିଂ କମିଟି ବୈଠକରେ ଏହି ଦାବି କରାଯାଇଛି । ହେଲେ ଏହାକୁ ନେଇ ରାହୁଲ କହିଛନ୍ତି ସେ ଏହା ଉପରେ ବିଚାର କରିବେ । ରାହୁଲ ଆହୁରି ମଧ୍ୟ କହିଛନ୍ତି କେତେଜଣ ନେତା

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଡେଙ୍ଗୁ ଆକ୍ରାନ୍ତ

ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଡେଙ୍ଗୁ ରୋଗରେ ଆକ୍ରାନ୍ତ ହୋଇଛନ୍ତି। କିନ୍ତୁ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଧୀରେ ଧୀରେ ସୁଧୁରୁଛି ବୋଲି ଏଆଇଏମ୍ଏସ୍ ଅଧିକାରୀ ଶନିବାର କହିଛନ୍ତି। ଅଧିକାରୀ କହିଛନ୍ତି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ "ପ୍ଲେଟଲେଟ୍ ବୃଦ୍ଧି

ଇଡିର ସମନ, ହାଜର ହେଲେନି ଜ୍ୟାକଲିନ୍

ମୁମ୍ବାଇ: ୨୦୦ କୋଟି ଟଙ୍କା ଠକେଇ ଘଟଣାରେ କୋନ୍ମ୍ୟାନ୍ ସୁକେଶ ଚନ୍ଦ୍ରଶେଖରଙ୍କ ସହ ସମ୍ପୃକ୍ତି ଥିବା ଅଭିଯୋଗରେ ପ୍ରବର୍ତ୍ତନ ନିର୍ଦେଶାଳୟରେ ହାଜର ହେବା ନିମନ୍ତେ ପାଇଥିବା ସମନ୍କୁ ବଲିଉଡ୍ ଅଭିନେତ୍ରୀ ଜାକ୍ୟୁଲିନ୍ ଫର୍ଣ୍ଣାଣ୍ଡିଜ୍ ଆଜି ଏଡ଼ାଇ ଦେଇଛନ୍ତି। ଗତକାଲି ମଧ୍ୟ ସେ ‘ଇଡି’ର ସମନ

ସ୍ତ୍ରୀର ଗଳା କାଟିଲା, ନିଜେ ଆତ୍ମହତ୍ୟା କଲା ସ୍ୱାମୀ

ପୁରୀ: ପାରିବାରିକ କଳହର କରୁଣ ପରିଣତି। ସ୍ତ୍ରୀର ଗଳାକାଟି ସ୍ୱାମୀର ଆତ୍ମହତ୍ୟା। ପିପିଲି ତେଇଶପୁର ପଞ୍ଚାୟତ ନିର୍ମଳା ଗାଁରେ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହରୁ ସ୍ୱାମୀ ଧାରୁଆ ଅସ୍ତ୍ରରେ ସ୍ତ୍ରୀର ଗଳା କାଟି ହତ୍ୟା ଉଦ୍ୟମ ପରେ ନିଜେ ରଶି ଲଗାଇ ସ୍ୱାମୀର ଆତ୍ମହତ୍ୟା କରିଛି।

ରାଜ୍ୟରେ ସ୍କୁଲ ଖୋଲିବାକୁ ନେଇ ଏମିତି କହିଲେ ଡିଏମଇଟି

ଭୁବନେଶ୍ୱର: ରାଜ୍ୟରେ ସ୍କୁଲ ଖୋଲିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଡିଏମଇଟି ସିବିକେ ମହାନ୍ତି । ସେ କହିଛନ୍ତି ଦେଢ଼ବର୍ଷରୁ ଉର୍ଦ୍ଧ୍ବ ସମୟ ହେବ ଶିକ୍ଷା କ୍ଷେତ୍ର ପ୍ରଭାବିତ । ପିଲାମାନଙ୍କ ଭବିଷ୍ୟତକୁ ନେଇ ଖେଳିହେବନି । ବର୍ତ୍ତମାନ ବିଶ୍ବର କେତେକ ଦେଶ ଓ ରାଜ୍ୟରେ ସ୍କୁଲ

ରାଜ୍ୟରେ ବଢ଼ିଲା ବସ୍ ଭଡ଼ା

ଭୁବନେଶ୍ୱର: ରାଜ୍ୟରେ ପୁଣି ବଢ଼ିଲା ବସ୍ ଭଡ଼ା । ସାଧାରଣ ଓ ଏକ୍ସପ୍ରେସ ବସରେ ଭଡ଼ା କିଲୋମିଟର ପ୍ରତି ୩ ପଇସା ବୃଦ୍ଧି ହୋଇଛି । ସାଧାରଣ ବସରେ ଯାତ୍ରା କଲେ ଏଣିକି କିଲୋମିଟର ପ୍ରତି ୯୨ ପଇସା ଦେବାକୁ ହେବ । ପୂର୍ବରୁ ସାଧାରଣ ବସ ଭଡ଼ା ଥିଲା ୮୯ ପଇସା । ସେହିପରି ଏକ୍ସପ୍ରେସ ବସ୍

୨୦୨୩ ଏସିଆ କପ ଆୟୋଜନ କରିବ ପାକିସ୍ତାନ

ନୂଆଦିଲ୍ଲୀ: ୨୦୨୩ରେ ହେବାକୁ ଥିବା ଏସିଆ କପ୍କୁ ପାକିସ୍ତାନ ଆୟୋଜନ କରିବ। ଏହି ଇଭେଣ୍ଟ ଦିନିକିଆ ଭିତ୍ତିରେ ଖେଳାଯିବ। ଏହାର ପରବର୍ତ୍ତୀ ବର୍ଷ ଶ୍ରୀଲଙ୍କା ଟି୨୦ ଫର୍ମାଟରେ ଏସିଆ କପ୍ ଆୟୋଜନ କରିବ। ଏ ନେଇ ଦୁବାଇରେ ଅନୁଷ୍ଠିତ ଏସିଆନ୍ କ୍ରିକେଟ କାଉନ୍ସିଲ (ଏସିସି) ବୈଠକରେ ନିଷ୍ପତ୍ତି