ଆଜି ପୁଣି ବଢ଼ିଲା ପେଟ୍ରୋଲ୍ ଓ ଡିଜେଲ୍ ଦର
ଭୁବନେଶ୍ୱର: ଆଜି ପୁଣି ବଢ଼ିଲା ପେଟ୍ରୋଲ୍ ଓ ଡିଜେଲ୍ ଦର । ପେଟ୍ରୋଲ ଲିଟର ପିଛା ୩୬ ପଇସା ଓ ଡିଜେଲ୍ ଲିଟର ପିଛା ୩୮ ପଇସା ବୃଦ୍ଧି ପାଇଛି । ଫଳରେ ଭୁବନେଶ୍ୱରରେ ଆଜି ପେଟ୍ରୋଲ୍ ଲିଟର ପିଛା ୧୦୬ ଟଙ୍କା ୦୬ ପଇସା ଓ ଡିଜେଲ ଲିଟର ପିଛା ୧୦୨ ଟଙ୍କା ୪୦ ପଇସା ରହିଛି । ମାଲକାନଗିରିରେ!-->…
