ଦେଶରେ ୧୨ ହଜାର ୮୩୦ ନୂଆ କରୋନା ରୋଗୀ ଚିହ୍ନଟ
ନୂଆଦିଲ୍ଲୀ: ଦେଶରେ ଶନିବାର ସଂଧ୍ୟା ସୁଦ୍ଧା ଦିନକ ମଧ୍ୟରେ ୧୨ ହଜାର ୮୩୦ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଫଳରେ ମୋଟ ଆକ୍ରାନ୍ତ ସଂଖ୍ୟା ୩ କୋଟି ୪୨ ଲକ୍ଷ ୭୩ ହଜାର ୩୦୦କୁ ବୃଦ୍ଧି ପାଇଛି। ଏଥି ସହିତ ଦିନକ ମଧ୍ୟରେ ୧୪ ହଜାର ୬୬୭ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। ଏହାକୁ!-->…
