Odia News Portal

୨୫ଟି ଦେଶକୁ ମାଡିଗଲାଣି ‘ଓମିକ୍ରନ’

ଦେଶରୁ ଦେଶକୁ ଡେଉଁଛି କରୋନାର ନୂଆ ପ୍ରଜାତି ଓମିକ୍ରନ । ଏପର୍ୟ୍ୟନ୍ତ ବିଶ୍ୱର ୨୫ ରାଷ୍ଟ୍ରରୁ ୨ଶହରୁ ଅଧିକ ଓମିକ୍ରନ ସଂକ୍ରମିତ ଚିହ୍ନଟ ହେଲେଣି । ବୁଧବାର ଆମେରିକାର କାଲିଫର୍ଣ୍ଣିଆରୁ ଜଣେ ଓମିକ୍ରନ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ବ୍ୟକ୍ତି ସେ କିଛି ଦିନ ତଳେ…

କାଲିଠୁ ରାଜ୍ୟରେ ବର୍ଷା ସମ୍ଭାବନା

ବାତ୍ୟା କେଉଁଠି ସ୍ଥଳଭାଗ ଛୁଇଁବ ତାହା ସ୍ପଷ୍ଟ ହୋଇନଥିଲେ ମଧ୍ୟ ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୪ ତାରିଖରେ ଉପକୂଳ ଓଡିଶାରେ ସର୍ବାଧିକ ପ୍ରଭାବ ରହିପାରିବ । ୩ ତାରିଖ ସଂଧ୍ୟାଠାରୁ ଦକ୍ଷିଣ ଉପକୂଳ ଓଡିଶାରେ ହାଲୁକାରୁ…

ଦ୍ୱିତୀୟ ଦିନବି ଚାଲି ପାରିଲାନି ବିଧାନସଭା

ଦ୍ୱିତୀୟ ଦିନରେ ବି ଚାଲିପାରିଲାନି ବିଧାନସଭା । ଶୀତ ଅଧିବେଶନର ଦ୍ୱିତୀୟ ଦିନରେ ବିଧାନସଭାରେ ବିରୋଧୀଙ୍କ ଯୋରଦାର ହଟ୍ଟଗୋଳ ଓ ନାରାବାଜିୀ ଦେଖିବାକୁ ମିଳିଛି । ମମିତା ପ୍ରସଙ୍ଗରେ କଂଗ୍ରେସ ଓ ବିଜେପି ହାତରେ ପ୍ଲାକାର୍ଡ ଧରି ବାଚସ୍ପତିଙ୍କ ପୋଡିୟମ ଆଗକୁ ଚାଲିଯାଇଥିଲେ । ଗୃହ…

ଖୁବଶୀଘ୍ର ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମର ଲୋକାର୍ପଣ ହେବ

ରାଉରକେଲାରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ସହିତ ବିର୍ସା ମୁଣ୍ଡା ଫୁଟବଲ ଷ୍ଟାଡିୟମ ଏବଂ ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମର ଅଗ୍ରଗତି ଅନୁଧ୍ୟାନ କରିଛନ୍ତି ଇଲେକ୍ଟ୍ରୋନିକ୍ ଏବଂ ସୂଚନା ଓ ପ୍ରଯୁକ୍ତି ବିଦ୍ୟା ତଥା କ୍ରୀଡ଼ା ଓ ଯୁବ ସେବା ବିଭାଗର ମାନ୍ୟବର…

ଡକାୟତି ଯୋଜନା ପଣ୍ଡ ତିନି ଡ଼କାୟତ ଗିରଫ

ଚନ୍ଦନପୁର ପୋଲିସ ର ଚଡାଉ ଡକାୟତି ଯୋଜନା ପଣ୍ଡ ତିନି ଡ଼କାୟତ ଗିରଫ ଦୁଇ ଫେରାର।ପିଷ୍ଟଲ, କଟୁରି ବମ ତିଆରି ସାମଗ୍ରୀ ଓ ବ୍ୟବହୃତ ନିଶା ଜିନିଷ ଜବତ।ସୂଚନା ମୁତାବକ ଗତକାଲି ବିଳମ୍ବିତ ରାତ୍ରିରେ ଟେଣ୍ଟପୁରା ଛକ ନିକଟରେ ଏକ ଘର ଭିତରେ ହାଇୱେ ଉପରେ ଡକାୟତି ଯୋଜନା କରୁଥିବା ବେଳେ ଚନ୍ଦନପୁର…

ବିଧାନସଭାରେ ବିଜେପି ଉଠେଇବ ମମିତା ମେହେର ପ୍ରସଙ୍ଗ

ବିଧାନସଭାରେ ସରକାରଙ୍କୁ ଘେରିବ ବିଜେପି । ମମିତା ମେହେର ହତ୍ୟା ଘଟଣାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଓ ସିବିଆଇ ତଦନ୍ତ ଦାବିକୁ ଦଳ ଜୋରଦାର କରିବ ବୋଲି ବିରୋଧୀଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀ କହିଛନ୍ତି । ଏହାସହ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା, ଧାନମଣ୍ଡି ଅବ୍ୟବସ୍ଥା,…

ଆସିଲା ନୂଆ ଗାଇଡଲାଇନ

ସାରା ବିଶ୍ୱକୁ ଏବେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିନ୍ତାରେ ପକାଇଛି । ଏନେଇ ଭାରତ ସରକାର ଅର୍ନ୍ତରାଷ୍ଟ୍ରୀୟ ବିମାନଯାତ୍ରୀଙ୍କ ପାଇଁ ନୂଆ ଦିଶା ନିର୍ଦ୍ଦେଶାବଳୀ ଜାରି କରିଛନ୍ତି । ଏବେ ଯାତ୍ରୀମାନଙ୍କୁ ଏୟାର ସୁବିଧା ପୋର୍ଟାଲରେ ସମସ୍ତ ସୂଚନା ଦେବାକୁ ପଡିବ । ନୂଆ…

ଘୁଞ୍ଚିଲା ଦଶମ ଶ୍ରେଣୀ ସମେଟିଭ ପରୀକ୍ଷା

ଘୁଞ୍ଚିଲା ଦଶମ ଶ୍ରେଣୀ ସମେଟିଭ-୧ ପରୀକ୍ଷା। ଜାନୁଆରି ପହିଲାକୁ ଘୁଞ୍ଚାଇଛନ୍ତି ରାଜ୍ୟ ସରକାର । ପୂର୍ବରୁ ଡିସେମ୍ବର ୨୭ରେ ପରୀକ୍ଷା ହେବାକୁ ଥିବା ବେଳେ ଏହାକୁ ଜାନୁଆରି ୫ ତାରିଖକୁ ଘୁଞ୍ଚାଇ ଦିଆଯାଇଛି । ଜାନୁଆରୀ ୫ ରୁ ୮ ପର୍ୟ୍ୟନ୍ତ ପରୀକ୍ଷା ଚାଲିବ ବୋଲି ଜଣାଯାଇଛି । ଏନେଇ ମାଧ୍ୟମିକ…

ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା

ଚଳନ୍ତା ଟ୍ରେନ୍ ଆଗକୁ ଡେଇଁ ପଡ଼ିଲେ ଯୁବକ। ଏମିତି ଏକ ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲାରେ।ମୃତ ଯୁବକଙ୍କ ନାଁ ସୁଦାମ। ତାଙ୍କୁ ପ୍ରାୟ ୨୫ ବର୍ଷ ହୋଇଥିଲା। ତାଙ୍କ ଘର ବଲାଙ୍ଗିର ସଦର ବ୍ଳକ୍ ଅନ୍ତର୍ଗତ କୁଟୁମଡ଼ୋଳା ଗାଁରେ। ବିଲମ୍ୱିତ ରାତିରେ ଏହି ଦୁଃଖଦ ଘଟଣା ଘଟିଥିଲା। ବଲାଙ୍ଗିର…

୪ରେ ବାତ୍ୟା ସକାଳେ ଛୁଇଁବ ଉପକୂଳ

ଡିସେମ୍ବର ୪ ତାରିଖ (ଶନିବାର) ସକାଳେ ବାତ୍ୟା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ମଧ୍ୟରେ ସ୍ଥଳଭାଗ ଛୁଇଁବ। ଏହା ପ୍ରଭାବରେ ୩ ତାରିଖ ରାତିରୁ ବର୍ଷା ଆରମ୍ଭ ହୋଇଯିବ। ଆଇଏମ୍‌ଡି ଡିଜି ଶ୍ରୀ ମହାପାତ୍ର କହିଛନ୍ତି, ଆଜି ପୂର୍ବାହ୍ନରେ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି…