ଏନକାଉଣ୍ଟରରେ ଜୈଶ-ଏ-ମହମ୍ମଦର ଟପ୍ କମାଣ୍ଡର ନିହତ
ଶ୍ରୀନଗର: ଜମ୍ମୁ-କଶ୍ମୀରର ଅବନ୍ତିପୋରାର ଟ୍ରାଲ ଅଞ୍ଚଳରେ ଅବସ୍ଥିତ ତିଲୱାନି ମୋହଲ୍ଲା ୱାଗ୍ଗଡରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଏକ ଏନକାଉଣ୍ଟର ଚାଲିଛି। ଏହି ଏନକାଉଣ୍ଟରରେ ସୁରକ୍ଷା ବାହିନୀ ଦ୍ୱାରା ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ସୁରକ୍ଷା ବାହିନୀ ଏହି ଅଞ୍ଚଳରେ!-->…
