ଆସୁଛି ଆଉ ଏକ ବାତ୍ୟା
ଆସୁଛି ବାତ୍ୟା । ଆସନ୍ତା ୩୦ ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ଡିସେମ୍ବର ୨ ରୁ ୪ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ଏହି ଲଘୁଚାପ ବାତ୍ୟାର ରୂପ ନେବ ନା ଗଭୀର ଅବପାତରେ ସୀମିତ ରହିବ ତାହା!-->…
