ଜାଣନ୍ତୁ ଆଜି ରାଜ୍ୟର କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ ହେଲେ
ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୪୪୮ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୫୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୮୯ ଜଣ ରହିଛନ୍ତି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ!-->…
