Odia News Portal

ପୋଗାସସ୍ ମାମଲାରେ ଏମିତି ରାୟ ଶୁଣାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ପେଗାସସ୍ ସ୍ପାଏୱେୟାର ମାମଲାରେ ନିରପେକ୍ଷ ଯାଞ୍ଚ ପାଇଁ ଆବେଦନ ଉପରେ ସୁପ୍ରିମକୋର୍ଟ ଏହାର ରାୟ ଦେଇଛନ୍ତି। ଏକ ବିଶେଷଜ୍ଞ କମିଟି ଦ୍ୱାରା ପେଗାସସ୍ ଗୁପ୍ତଚର ମାମଲା ଯାଞ୍ଚ କରାଯିବ ବୋଲି ସୁପ୍ରିମକୋର୍ଟ କହିଛନ୍ତି। କୋର୍ଟ କଡା ମନ୍ତବ୍ୟ ଦେଇଥିବା ବେଳେ ଏହା ମଧ୍ୟ କହିଛନ୍ତି

ଇରଫାନ ପଠାନଙ୍କ ଜନ୍ମଦିନରେ ଜାଣନ୍ତୁ ତାଙ୍କ ସମ୍ପର୍କରେ କିଛି ଅଜଣା କଥା

ନୂଆଦିଲ୍ଲୀ: ଆଜି ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ଇରଫାନ ପଠାନଙ୍କ ଜନ୍ମଦିନ । ୩୮ ବର୍ଷରେ ପାଦ ଥାପିଛନ୍ତି ଇରଫାନ । ଜଣେ ଦକ୍ଷ ଅଲରାଉଣ୍ଡ ଭାବେ ସେ ସାରା ବିଶ୍ୱରେ ପରିଚିତ । କପିଳ ଦେବଙ୍କ ପରେ ଭାରତୀୟ ଦଳର ସର୍ବଶ୍ରେଷ୍ଠ ଅଲରାଉଣ୍ଡର ଥିଲେ ଇରଫାନ ପଠାନ। ଟି -୨୦ ବିଶ୍ୱକପର

ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ ହେଲେ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୫୪୯ ନୂଆ କୋରୋନା ଆକ୍ରାନ୍ତ । ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବୟସ୍କର ୭୦ ଜଣ ଅଛନ୍ତି । ସଙ୍ଗରୋଧରୁ ୩୧୮ ଓ ସ୍ଥାନୀୟ ଅଂଚଳରୁ ୨୩୧ ଜଣ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୯୬ ଓ କଟକ ଜିଲ୍ଲାରୁ ୭୦

ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି: ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଆଜି ଅପରାହ୍ଣ ୪ଟାରୁ ରାତି ୮ଟା ଯାଏ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଶ୍ରୀମନ୍ଦିରରେ ମଧ୍ୟାହ୍ନ

ସାବଧାନ! ବାଇକ୍ ଚାଳକଙ୍କ ଲାଗି ଆସିଲା ନୂଆ ନିୟମ

ନୂଆଦିଲ୍ଲୀ: ଦୁଇଚକିଆ ଯାନରେ ଶିଶୁଙ୍କୁ ନେଇ ଯାତ୍ରା କରୁଥିବା ଚାଳକମାନଙ୍କ ଲାଗି ଏକ ଚିଠା ଗାଇଡଲାଇନ୍ ଜାରି କରାଯାଇଛି । ବାଇକରେ ଯଦି ୪ରୁ କମ୍ ବୟସର ଶିଶୁ ବସିଥିବେ ତେବେ କୌଣସି ପରିସ୍ଥିତିରେ ଗାଡ଼ିର ସ୍ପିଡ (ବେଗ) ଘଣ୍ଟା ପିଛା ୪୦ କିମିରୁ ଅଧିକ ହେବ ନାହିଁ । ଶିଶୁମାନଙ୍କ

ଜାଣନ୍ତୁ ଆଜି ଦେଶରେ କଣ ରହିଛି କରୋନାର ସ୍ଥିତି

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୩ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୬୦୦ ପାଖାପାଖି ଅଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା

ହ୍ୱାଟ୍ସଆପ ଚାଟ ଖୋଲିବ ଆର୍ୟନଙ୍କ ଗୁମର

ମୁମ୍ବାଇ: ବଢ଼ୁଛି ବଲିଉଡ ସୁପରଷ୍ଟାର ଶାହାରୁଖ ଖାନଙ୍କ ପୁଅ ଆର୍ୟନଙ୍କ ମାମଲା । ବାରମ୍ବାର ଶୁଣାଣି ହେବା ପରେ ମଧ୍ୟ ଆର୍ୟନଙ୍କୁ ମିଳିନି ବେଲ । ଡ୍ରଗ୍ସ ମାମଲାରେ ଛନ୍ଦି ହୋଇଥିବା ଏହି ଷ୍ଟାର କିଟଙ୍କ ବିବାଦ ଦିନକୁ ଦିନ ନୂଆ ରୂପ ନେବାରେ ଲାଗିଛି । ଏନସିବି ଜୋନାଲ ନିର୍ଦ୍ଦେଶକ ସମୀର

ଆଜି ପୋଗାସସ୍ ମାମଲାର ରାୟ ଶୁଣାଣି

ନୂଆଦିଲ୍ଲୀ: ପେଗାସସ୍ ମାମଲାରେ ସୁପ୍ରିମକୋର୍ଟ ଆଜି ରାୟ ଶୁଣାଇବେ । ଏହି ପ୍ରସଙ୍ଗରେ ନିରପେକ୍ଷ ବିଶେଷଜ୍ଞ କମିଟି ଗଠନ କରିବାକୁ ସରକାର ପ୍ରସ୍ତାବ ଦେଇଥିଲେ। ଏହାକୁ ଆବେଦନକାରୀମାନେ ବିରୋଧ କରିଥିଲେ। ସୁପ୍ରିମକୋର୍ଟ ନିଜ ପକ୍ଷରୁ ଏକ କମିଟି ଗଠନ କରିବେ ବୋଲି ସଙ୍କେତ ଦେଇଥିଲେ ।

ଆଜି ବିଜୁ ଛାତ୍ର ଜନତା ଦଳର ରାଜ୍ୟସ୍ତରୀୟ ପ୍ରଶିକ୍ଷଣ

ପୁରୀ: ଆଜି ବିଜୁ ଛାତ୍ର ଜନତା ଦଳର ରାଜ୍ୟସ୍ତରୀୟ ପ୍ରଶିକ୍ଷଣ ଆୟୋଜିତ ହେଉଛି । ବିଜେଡିକୁ ତୃଣମୂଳସ୍ତରରେ ଆହୁରି ଶକ୍ତିଶାଳୀ କରିବା ପାଇଁ ଗୁରୁମନ୍ତ୍ର ଦିଆଯିବ । ଏଥିରେ ନୟାଗଡ ବିଧାୟକ ତଥା ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ, ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ, ମାହାଙ୍ଗା ବିଧାୟକ

ଜାଣନ୍ତୁ ବାବାଙ୍କ ପ୍ରେମ ଓ ଆଶୀର୍ବାଦ ଅନୁଭବ କିପରି କରିବେ

ଭୁବନେଶ୍ୱର: ଶୁଦ୍ଧ ପ୍ରେମ ହିଁ ଆନ୍ତରିକ ପ୍ରାର୍ଥନା । ତମେ ବିଧିବଦ୍ଧ ଭାବେ ପ୍ରାର୍ଥନା କରବ । ନ କର ସେଥିରେ କିଛି ଯାଏ ଆସେ ନାହିଁ । ତମେ ବାବାଙ୍କୁ ପ୍ରେମ କରୁଛ ତାହା ହିଁ ତାଙ୍କର ଶ୍ରେଷ୍ଠ ନିରାଜନା ଓ ତାହା ହିଁ ବାବାଙ୍କୁ ସ୍ୱର୍ଶ କରିବ । ମନର ଅବସ୍ଥା ଭଲ ନଥିବା ବେଳେ ବାହ୍ୟିକ