Odia News Portal

କଙ୍ଗନାଙ୍କୁ ଦିଲ୍ଲୀ ବିଧାନସଭା ଶାନ୍ତି କମିଟିର ସମନ୍

ଅଭିନେତ୍ରୀ କଙ୍ଗନା ରଣାୱତଙ୍କୁ ଦିଲ୍ଲୀ ବିଧାନସଭା ଶାନ୍ତି କମିଟିର ସମନ । ଶିଖ୍ ସମାଜକୁ ଖଲିସ୍ତାନୀ କହିବା ଅଭିଯୋଗରେ କଙ୍ଗନାଙ୍କୁ ଏହି ସମନ୍ କରାଯାଇଛି । ଏଥିସହିତ ଆପ୍ ବିଧାୟକ ରାଘବ ଚଡ୍ଡାଙ୍କ ଅଧ୍ୟକ୍ଷତାରେ ଗଠିତ ଦିଲ୍ଲୀ ବିଧାନସଭାର ଶାନ୍ତି ଓ ସଦଭାବ୍ କମିଟି କଙ୍ଗନାଙ୍କୁ ଡିସେମ୍ବର…

ଭୀମସାରରେ ମାଇକ୍ରୋ କଣ୍ଟେନମେଣ୍ଟ

ବୁର୍ଲା ଭୀମସାରରେ କରୋନା ସଂକ୍ରମଣ ଗତ ଦୁଇ ଦିନ ମଧ୍ୟରେ ଦ୍ରୁତ ଗତିରେ ବୃଦ୍ଧି ପାଇଛି । ଏହାକୁ ନେଇ ବଡ ପଦକ୍ଷେପ ଗ୍ରହଣ କରିଛନ୍ତି ଜିଲ୍ଲା ପ୍ରଶାସନ । ସଂକ୍ରମିତ ଚିହ୍ନଟ ହୋଇଥିବା ସମସ୍ତ ହଷ୍ଟେଲକୁ ସାନିଟାଇଜ କରିବା ସହ ୫ଟି ହଷ୍ଟେଲକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛନ୍ତି…

ସାଂସଦ ଅପରାଜିତାଙ୍କ ଗାଡିକୁ ଅଣ୍ଡାମାଡ

ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀଙ୍କ ଗାଡ଼ିକୁ ଅଣ୍ଡାମାଡ ।ବାଲିପାଟଣା ଥାନା ସରିପୁର ଛକ ନିକଟରେ ରାସ୍ତାରେ ସାଂସଦଙ୍କ ଗାଡିକୁ ଅଣ୍ଡା ମାଡ କରିଛନ୍ତି ଛାତ୍ର କଂଗ୍ରେସ କର୍ମୀ । ଏହା ସହ ସାଂସଦଙ୍କୁ କଳାପତାକା ମଧ୍ୟ ଦେଖାଇଛନ୍ତି ଛାତ୍ର କଂଗ୍ରେସ । ବନମାଳିପୁରରେ ଏକ…

ରାଜ୍ୟରେ କମୁଛି ପ୍ରଜଜନ ହାର

ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଛି ପ୍ରଜନନ ହାର । ପୂର୍ବ ତୁଳନାରେ ମହିଳାମାନେ କମ୍ ପିଲା ଜନ୍ମ ଦେଉଛନ୍ତି । ଗତ ୫ ବର୍ଷ ଭିତରେ ଏହା ଶୂନ ଦଶମିକ ୩ ପଏଂଟ ହ୍ରାସ ପାଇଛି । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରାଳୟ ପକ୍ଷରୁ କରାଯାଇଥିବା ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ବେକ୍ଷଣ-୫ରୁ ଏଭଳି ତଥ୍ୟ…

କୋରାପୁଟରୁ ୩୦୪ କିଲୋ ୪୦୦ ଗ୍ରାମର ଗଞ୍ଜେଇ ଜବତ

କୋରାପୁଟ ଲମତାପୁଟ ଅଂଚଳରୁ ବିପୁଳ ପରିମାଣର ଗଞ୍ଜେଇ ଜବତ । ୩୦୪ କିଲୋ ୪୦୦ ଗ୍ରାମର ଗଞ୍ଜେଇ ଜବତ କରିଛି ପୋଲିସ । ଏକ ବୋଲେରୋରେ କାଠବାକ୍ସରେ ଯନ୍ତ୍ରପାତି ନେବା ଭଳି ୧୧ଟି ବସ୍ତାରେ ଗଞ୍ଜେଇ ଚାଲାଣ ହେଉଥିଲା । ଗଞ୍ଜେଇର ଆନୁମାନିକ ମୂଲ୍ୟ ୩୦ ଲକ୍ଷ ଟଙ୍କାରୁ ଅଧିକ ହେବ । ଲମତାପୁଟ ସଗର…

ଭାଷଣ ଭୁଲିଗଲେ ବ୍ରିଟେନ ପ୍ରଧାନମନ୍ତ୍ରୀ

ବୟସ ବଢିଗଲେ ଓ ଅତି ଚାପଗ୍ରସ୍ତ ହେଲେ ମଣିଷ ବେଳେ ବେଳେ ବାଉଳା ହୁଏ । ସେଥିପାଇଁ ତ କୁହାଯାଏ ବାଳ ବୃଦ୍ଧ ସମାନ । ବିଭିନ୍ନ ସମୟରେ ତୁଙ୍ଗ ରାଜନେତାମାନେ ମଧ୍ୟ ଜନତା ଓ କ୍ୟାମେରା ସାମ୍ନାରେ ଏମିତି କିଛି ହରକତ କରି ବସନ୍ତି ଯାହାତାଙ୍କୁ ଲୋକ ହସା କରେ । ବ୍ରିଟେନ୍ର ପ୍ରଧାନମନ୍ତ୍ରୀ…

ଆସୁଛି ଆଉ ଏକ ଲଘୁଚାପ

ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୯ ତାରିଖରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃ୍ଷ୍ଟି ହେବାର ସମ୍ଭାବନା ରହିଛି । ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ୪୮ ଘଂଟା ମଧ୍ୟରେ ଏହା ଅଧିକ ଘନୀଭୂତ ହେବ । ଏହା ପଶ୍ଚିମ-ଉତର- ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା…

ଅଧିକ ଗରମ ପାଣି ପିଉଛନ୍ତି କି, ହୋଇଯାଆନ୍ତୁ ସାବଧାନ

ସାଧାରଣତଃ ସକାଳୁ ସକାଳୁ ଗୋଟିଏ ଗ୍ଲାସ୍‌ ଉଷୁମ ପାଣିରେ ଲେମ୍ବୁ ରସ ପକାଇ ପିଇବା ଆଜିକାଲିର ଟ୍ରେଣ୍ଡ ହୋଇଗଲାଣି। ୱେଟ ଲସ୍‌ ନିମନ୍ତେ ସେଲିବ୍ରିଟିଙ୍କଠାରୁ ଆରମ୍ଭ କରି କମନ୍‌ ମ୍ୟାନ୍‌ ବି ଏହାକୁ ଫଲୋ କରୁଛନ୍ତି। ଏପରିକି କିଛି ଲୋକ ଅଛନ୍ତି, ଯେଉଁମାନେ  ସ୍ୱାସ୍ଥ୍ୟ ପ୍ରତି ଅଧିକ…

ନୌସେନାରେ ଏଣ୍ଟ୍ରି କଲା ସାଇଲେଣ୍ଟ କିଲର ଭେଲା

ଏବେ ଆହୁରି ଶକ୍ତିଶାଳୀ ହେଲା ଭାରତୀୟ ନୌସେନା। ସାମିଲ ହେଲା ସମୁଦ୍ରର ସାଇଲେଣ୍ଟ କିଲର। ଗୁରୁବାର  ଭାରତୀୟ ନୌସେନାରେ INS ଭେଲା ସାମିଲ ହୋଇଛି।  ମୁମ୍ବାଇର ମାଜଗା ଡକ୍ ଶିପ୍ ବିଲ୍ଡର୍ସ ଲିମିଟେଡ୍ ଦ୍ୱାରା ଫ୍ରାନ୍ସ ନାଭାଲ୍ ଗ୍ରୁପର ଟେକ୍ନୋଲୋଜି ସହାୟତାରେ ନିର୍ମାଣ କରାଯାଇଛି। MDL…

କ୍ୟାଟ୍ରିନା ବିକିଙ୍କ ବିବାହକୁ ନେଇ ଆସିଲା ଟ୍ୱିଷ୍ଟ

କ୍ୟାଟ୍ରିନା କୈଫ୍‌ ଏବଂ ବିକି କୌଶଲଙ୍କ ବିବାହ ଦିନ ଯେତେ ପାଖେଇ ଆସୁଛି ଖବରକୁ ନେଇ ସେତେ ନୂଆ ଅପଡେଟ୍ ଆସୁଛି ।  ତେବେ ମିଡିଆ ରିପୋର୍ଟ ଅନୁଯାୟୀ ଶୁଣିବାକୁ ମିଳୁଛି ଯେ ଉଭୟ ଆସନ୍ତା ସପ୍ତାହରେ ମୁମ୍ବାଇରେ କୋର୍ଟ ବିବାହ କରିବାକୁ ଯାଉଛନ୍ତି। କୁହାଯାଉଛି ଯେ ଉଭୟ ପ୍ରଥମେ ନଭେମ୍ବରର ଶେଷ…