ବିଜେପିରେ ମିଶିଲେ ଆଦିତି ସିଂହ
ଯାହା ଆଶା କରାଯାଉଥିଲା ଠିକ୍ ସେଇଆ ହୋଇଛି। ଆସନ୍ତାବର୍ଷ ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଓ ବିଏସ୍ପିକୁ ବଡ଼ ଝଟକା ଲାଗିଛି। ଆଜି କଂଗ୍ରେସରେ ରହି ଦଳ ବିରୋଧରେ ବିଦ୍ରୋହ ଘୋଷଣା କରିଥିବା ଅଦିତି ସିଂହ ବିଧିବଦ୍ଧ ଭାବେ ବିଜେପିରେ ମିଶିଛନ୍ତି।
ଅଦିତି ଏକଦା!-->!-->!-->…
