ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ
ମମିତା ମେହେର ହତ୍ୟାକାଣ୍ଡକୁ ନେଇ ଆଜି ବିଜେପି ପକ୍ଷରୁ ଆଜି ସମ୍ବଲପୁର ଜିଲ୍ଲା ୧୨ ଘଂଟିଆ ବନ୍ଦ । ସକାଳ ୬ ଟାରୁ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ଏହି ବନ୍ଦ ଡାକରା ଦିଆଯାଇଛି । ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା, ମାମଲାର ସିବିଆଇ ତଦନ୍ତ ଏବଂ ଅଭିଯୁକ୍ତମାନଙ୍କୁ କଠୋର!-->…
