ଦୀପାବଳି ପୂର୍ବରୁ କିଙ୍ଗ୍ ଖାନ୍ ଭିଡିଓ ଭାଇରାଲ
ଆଗକୁ ଦୀପାବଳି ପର୍ବ ଆସୁଛି। ସମସ୍ତେ ଏଥିପାଇଁ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି। ଏପରିକି ଅନେକ ବ୍ରାଣ୍ଡ ଦୀପାବଳି ଅବସରରେ ବିଜ୍ଞାପନ ପ୍ରକାଶ କରିଛନ୍ତି। ଏହି ଧାରାରେ, କ୍ୟାଡବରୀ ମଧ୍ୟ ଦୀପାବଳି ଅବସରରେ ଏକ ସ୍ୱତନ୍ତ୍ର ବିଜ୍ଞାପନ ପ୍ରକାଶ କରିଛି। ଏହି ବିଜ୍ଞାପନ ପାଇଁ କମ୍ପାନୀ!-->…
