ଆଜି ବିଜେପିର ୧୨ ଘଣ୍ଟିଆ ବାରିପଦା
ଆଜି ୧୨ ଘଣ୍ଟିଆ ବାରିପଦା ବନ୍ଦ ଡାକରା ଦେଇଛି ବିଜେପି । ମନ୍ତ୍ରୀ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବି, ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଦିନ ବିଜେପି କର୍ମୀଙ୍କୁ ମାଡ ମାରିଥିବା ସମସ୍ତଙ୍କୁ ଗିରଫ ଦାବି କରି ବନ୍ଦ ଡାକରା ଦେଇଛି ଭାରତୀୟ ଜନତା ପାର୍ଟି । ଏଥିସହ ୧୬!-->…
