Odia News Portal

ବିଧାନସଭାରେ ହୋ ହଲ୍ଲା ମନା

ବିଧାନସଭା ଶୀତ ଅଧିବେଶନ ପୂର୍ବରୁ ବାଚସ୍ପତିଙ୍କ ତାଗିଦ । ବିଧାନସଭା ଗୃହରେ ହୋ ହଲ୍ଲା କରିପାରିବେନି କୌଣସି ବିଧାୟକ । ପ୍ରଶ୍ନକାଳ ସମୟରେ ଏବଂ ରାଜ୍ୟପାଳଙ୍କ ଅଭିଭାଷଣ ସମୟରେ ବିଧାନସଭା ଗୃହରେ କୌଣସି ବିଧାୟକ ହୋ ହଲ୍ଲା କରିପାରିବେନି ବୋଲି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା…

ଭାରତକୁ ମିଳିବ ଆଉ ଏକ ବଡ ଅସ୍ତ୍ର

ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆସନ୍ତା ମାସ ୫ ତାରିଖରେ ଭାରତ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ଏହି ଅବସରରେ ଦୁଇ ଦେଶ ମଧ୍ୟରେ କେତେକ ଗୁରୁତ୍ବପୂର୍ଣ୍ଣ ପ୍ରତିରକ୍ଷା ଚୁକ୍ତି ସ୍ବାକ୍ଷରିତ ହେବାର ସମ୍ଭାବନା ରହିଛି । ସେଗୁଡ଼ିକ ମଧ୍ୟରେ ରହିଛି ଆମେଥିଠାରେ ପ୍ରସ୍ତାବିତ…

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର: ପୁଣି ଆସୁଛି ଆଉ ଏକ ଲଘୁଚାପ। ଗତକାଲି ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଏକ ଘୂର୍ଣ୍ଣିବଳୟ । ଏହା ଘନୀଭୂତ ହୋଇ ୨୪ ଘଣ୍ଟାରେ ଲଘୁଚାପ ରୂପ ନେବ।ବଙ୍ଗୋପସାଗରରେ ଏ ମାସରେ ଏହା ହେଉଛି ଚତୁର୍ଥ ଲଘୁଚାପ । ଆସନ୍ତା ୨୯ ଓ ୩୦ ତାରିଖରେ ଏହା ତାମିଲନାଡୁ ଉପକୂଳ ଛୁଇଁବ ।…

ଆଜି ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ

ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ ବସିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୈଠକରେ ଅଧ୍ୟକ୍ଷତା କରିବେ । ଅପରାହ୍ନ ସାଢେ ୫ଟାରେ ପ୍ରଥମେ ବସିବ ମନ୍ତ୍ରୀ ପରିଷଦ ବୈଠକ । ଏହାପରେ ୫ଟା୪୫ରେ କ୍ୟାବିନେଟ ବୈଠକ ବସିବ । ନବୀନ ନିବାସରୁ ଭର୍ଚୁଆଲ ମୋଡରେ ମୁଖ୍ୟମନ୍ତ୍ରୀ…

ନବକୃଷ୍ଣ ଚୌଧୁରୀଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ୱର: ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ଆଜି ଜୟନ୍ତୀ । ଏହି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଦେଶର ଅଖଣ୍ଡତା ଓ ଲୋକଙ୍କ କଲ୍ୟାଣ ସହ ଓଡିଆ ଭାଷା, ସାହିତ୍ୟକୁ ଆହୁରି ବ୍ୟାପତ କରିବା କ୍ଷେତ୍ରରେ…

ଜାଣନ୍ତୁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ମୁଖ୍ୟାଂଶ କଣ

• ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ସୁରକ୍ଷା କରିଡର ସହ ସବୁଜ ବଳୟ ସୃଷ୍ଟି ଏବଂ ସୌନ୍ଦର୍ୟ୍ୟ କରଣ । • ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଭକ୍ତଙ୍କ ପରିକ୍ରମା ନିମନ୍ତେ ଅନ୍ତଃ ଓ ବାହ୍ୟ ପ୍ରଦକ୍ଷିଣ ପଥ । • ଚତୁଃପାର୍ଶ୍ୱରେ ଥିବା ମଠ ଏବଂ ମନ୍ଦିର ଗୁଡ଼ିକର ପୁନଃବିକାଶ । • ରଥଯାତ୍ରା…

ବିଶ୍ୱ ଶିଶୁ ଦିବସରେ ରେଡିଓ ଜକିଙ୍କ ଭୂମିକା ନିଭାଇଲେ ଶିଶୁ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସୋଆ କମ୍ୟୁନି ଟି ରେଡିଓ ପକ୍ଷରୁ ଶନି ବାର ବିଶ୍ୱ ଶିଶୁ ଦିବସ ପାଳନ ଅବସରରେ ଶିଶୁମାନେ ବିଭିନ୍ନ ପ୍ରଶ୍ନ ପଚାରିବା ଓ ଆଲୋଚନାରେ ଭାଗ ନେଇ ଗୋଟିଏ ଦି ନ ପାଇଁ ରେଡିଓ ଜକିଙ୍କ ଭୂମିକା ନିଭାଇଛନ୍ତି । ଭୁବନେଶ୍ୱ ର ସ୍ଥିତ ଗାଇଡାନ୍ସ…

୨୪ରେ ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ ପାଇଁ ଚାଲିଥିବା ଯଜ୍ଞର ପୂର୍ଣ୍ଣାହୂତି କାର୍ଯ୍ୟକ୍ରମରେ ଯୋଗଦେବେ…

ପୁରୀ : ବହୁ ପ୍ରତିକ୍ଷିତ ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ ପାଇଁ ସୋମବାରଠାରୁ ତିନି ଦିନିଆ ଯଜ୍ଞ ଆରମ୍ଭ ହୋଇଛି। ରବିବାର ଅଙ୍କୁରାରୋପଣ, ଅଧିବାସ ବିଧି ସମ୍ପର୍ଣ୍ଣ ହେବା ପରେ ସକାଳୁ ଯଜ୍ଞ ପାଇଁ କାର୍ଯ୍ୟ ଆରମ୍ଭ ହୋଇଥିଲା। ଅପରାହ୍ନରେ ଶ୍ରୋତ୍ରୀୟ ବ୍ରାହ୍ମଣଙ୍କ ଦ୍ବାରା ଯଜ୍ଞ…

ଶାହାରୁଖ ଖାନଙ୍କ ବିଶାଳ ଛକାରେ ତାମିଲନାଡ଼ୁ ହେଲା ସୟଦ ମୁସ୍ତାକ ଅଲ୍ଲୀ ଟ୍ରଫି ଚାମ୍ପିୟନ

ନୂଆଦିଲ୍ଲୀ: ଫାଇନାଲରେ ଦମଦାର ଖେଳ । ବିଶାଳ ଛକା ମାରିଲେ ଆଉ ଦଳକୁ ଚାମ୍ପିୟନ କରାଇଲେ । ତାମିଲନାଡ଼ୁ ଦଳର ଭରସାଯୋଗ୍ୟ ବ୍ୟାଟ୍ସମ୍ୟାନ ଶାହାରୁଖ ଖାନଙ୍କ ଦମଦାର ବ୍ୟାଟିଂ ଆଗରେ ହାର ମାନିଛି କର୍ଣ୍ଣାଟକ । ଲଗାତାର ଦ୍ୱିତୀୟ ଥର ପାଇଁ ଏହି ଟାଇଟଲ ହାତେଇଛି ତାମିଲନାଡୁ । ଦିଲ୍ଲୀରେ…

ମହାପ୍ରଭୁଙ୍କ ଦର୍ଶନ କଲେ ଆରବିଆଇ ଗଭର୍ଣ୍ଣର

ପୁରୀ: ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ । ସିଂହଦ୍ୱାର ନିକଟରେ ପହଂଚିବା ପରେ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ଓ ମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇ ମହାପ୍ରଭୁଙ୍କୁ ଦର୍ଶନ ପାଇଁ ନିଆଯାଇଥିଲା ।…