ରଥଯାତ୍ରା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା, ପୁରୀରେ ୫ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା
୨୭ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ଏଥିପାଇଁ ପୁରୀରେ ସମସ୍ତ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏନେଇ ପୁରୀ ପୌର ସଦନଠାରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ମୁଖ୍ୟମନ୍ତ୍ରୀଙ୍କ ସହ ୨ ଉପମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିବାବେଳେ ଆଇନ ମନ୍ତ୍ରୀଙ୍କ ସମେତ ବହୁ ମନ୍ତ୍ରୀ ସାମିଲ ହୋଇ!-->…
