Odia News Portal

ଶ୍ରୀନଗରର ଏକ ସ୍କୁଲରେ ଆତଙ୍କବାଦୀଙ୍କ ଆଖିବୁଜା ଗୁଳିମାଡ଼, ପ୍ରିନ୍ସପାଲ ଓ ଶିକ୍ଷକ ନିହତ

ଶ୍ରୀନଗର : ଜାମ୍ମୁ କାଶ୍ମୀର ଶ୍ରୀନଗରର ସଫାକଡାଲ ଅଞ୍ଚଳରେ ଥିବା ସରକାରୀ ବାଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତଙ୍କୀ ହମଲା। ଆତଙ୍କବାଦୀଙ୍କ ଗୁଳିମାଡ଼ରେ ସ୍କୁଲ ପ୍ରିନ୍ସପାଲ ଓ ଶିକ୍ଷକ ନିହତ ହୋଇଛନ୍ତି। ସୂଚନାଅନୁସାରେ ଆତଙ୍କବାଦୀମାନେ ସ୍କୁଲରେ ପଶି ଆଖିବୁଜା ଗୁଳିମାଡ କରିଥିଲେ।

ଆଜି ଚେନ୍ନାଇକୁ ଭେଟିବ ପଞ୍ଜାବ

ଦୁବାଇ: ଆଜି ଆଇପିଏଲ ମଇଦାନରେ ମୁହାଁ ମୁହିଁ ହେବେ ଚେନ୍ନାଇ ସୁପରକିଙ୍ଗ୍ସ ଓ ପଞ୍ଜାବ କିଙ୍ଗ୍ସ । ନିଜର ଶେଷ ଲିଗ୍ ମ୍ୟାଚ୍ରେ ପରସ୍ପରକୁ ଭେଟିବାକୁ ଯାଉଛନ୍ତି ଦୁଇ ଦଳ । ସୁପରକିଙ୍ଗ୍ସ ବିଜୟ ସହ ପଏଣ୍ଟ ତାଲିକାର ଶୀର୍ଷକୁ ଉଠିବାକୁ ପ୍ରୟାସ କରିବ । ପ୍ଲେ-ଅଫ୍ ଦୌଡ଼ରେ ପ୍ରବେଶ କରିବା ପାଇଁ

ଭାଇରାଲ ହେଉଛି ମାତାଲ ଡାକ୍ତରଙ୍କ ଭିଡିଓ

ଢେଙ୍କାନାଳ : ନିଶାଶକ୍ତ ଅବସ୍ଥାରେ ଡାକ୍ତର ବାବୁ । ଡାକ୍ତରଖାନା ଭିତରେ ମାତାଲ ହୋଇପଡ଼ିଛନ୍ତି ଡାକ୍ତର ବାବୁ । ବାହାରେ ଅପେକ୍ଷା କରିଛନ୍ତି ରୋଗୀ । ଆଉ କାମ ଚଳାଉଛନ୍ତି ଆୟୁଷ ଡାକ୍ତର । ଖାଲି ସେତିକି ନୁହେଁ ଘଣ୍ଟ ଘୋଡାଇବାକୁ ସିକ୍ୟୁରିଟି ଗାର୍ଡ଼ ବି ରେଡି । ଏହି ଦୃଶ୍ୟ ଦେଖିବାକୁ

ସନ୍ଦେହ ଘେରରେ ଡାକ୍ତରୀ ଛାତ୍ରୀଙ୍କ ମୃତ୍ୟୁ

ବଲାଙ୍ଗୀର: ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ଛାତ୍ରୀ ନିବାସରେ ଅଘଟଣ। ବିଳମ୍ବିତ ରାତିରେ କଲେଜ ଛାତ୍ରୀ ନିବାସରେ ଡାକ୍ତରୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ହଷ୍ଟେଲ ରୁମରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି। ମୃତ ଛାତ୍ରୀ ଜଣକ ହେଲେ ୨୦ ବର୍ଷିୟ ନିରୂପମା ନନ୍ଦ। ସେ

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ: ଦେଶରେ ପୁଣି ୨୦ ହଜାର ପାର ହେଲା ଦୈନିକ ସଂକ୍ରମଣ । ଗତ ୨୪ ଘଂଟାରେ ୨୨ ହଜାର ୪୩୧ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଦିନକରେ କରୋନା ଯୋଗୁଁ ଦିନକରେ ୩୧୮ ଜଣଙ୍କ ମୃତ୍ୟୁ ହୋଇଛି । ୨୪ ଘଂଟାରେ ୨୪ ହଜାର ୬୦୨ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏବେ ଦେଶରେ ସକ୍ରିୟ ସଂକ୍ରମିତଙ୍କ

ରେଭ୍ ପାର୍ଟି ମାମଲା: ବିଦେଶୀ ନାଗରିକ ଗିରଫ

ମୁମ୍ବାଇ: ମୁମ୍ବାଇ କ୍ରୁଜ୍ ରେଭ୍ ପାର୍ଟି ଓ ଡ୍ରଗ୍ସ କାରବାର ମାମଲାରେ ଜଣେ ବିଦେଶୀ ନାଗରିକ ଗିରଫ ହୋଇଛନ୍ତି। ବାନ୍ଦ୍ରା ଅଞ୍ଚଳରୁ ନାର୍କୋଟିକ୍ସ କଣ୍ଟ୍ରୋଲ୍ ବ୍ୟୁରୋ(ଏନ୍ସିବି) ତାଙ୍କୁ ଗିରଫ କରିଛି। ଏନ୍ସିବି ତାଙ୍କ ନିକଟରୁ ବହୁ ପରିମାଣର ମେଫେଡ୍ରୋନ୍ ଡ୍ରଗ୍ସ ଜବତ କରାଯାଇଛି। ଯାହାକି

ଆଜି କରୋନା ନେଲା ୭ ଜୀବନ

ଭୁବନେଶ୍ୱର:ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୭ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୨୩୪ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ରାଜ୍ୟରୁ ଆଉ ୫୮୨ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୫୮୨ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୩୭ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୪୫ ଜଣ ରହିଛନ୍ତି ।। ସେହିପରି ଚିହ୍ନଟ ହୋଇଥିବା

ଲକ୍ଷ୍ମୀପୁର ଖେରି ହିଂସାକାଣ୍ଡ: ଆଜି ସୁପ୍ରିମକୋର୍ଟରେ ଶୁଣାଣି

ନୂଆଦିଲ୍ଲୀ: ଉତ୍ତରପ୍ରଦେଶ ଲଖିମପୁର ଖେରି ହିଂସାକାଣ୍ଡକୁ ନେଇ ଦେଶବ୍ୟାପୀ ଆଲୋଡନ୍ । ରାଜନୀତି ବି ତେଜିଛି । କୃଷକଙ୍କ ଉପରେ ଗାଡ଼ି ଚଢ଼ାଇ ହତ୍ୟା ଘଟଣାକୁ ନେଇ ଉତ୍ତରପ୍ରଦେଶ ସରକାର ଓ କେନ୍ଦ୍ରକୁ ଟାର୍ଗେଟ କରୁଛନ୍ତି ବିରୋଧୀ । ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଛି । ଆଜି ଲଖିମପୁର

ବଡ଼ ବିଜୟ ଲକ୍ଷ୍ୟରେ କୋଲକାତା

ଦୁବାଇ: ଆଇପିଏଲ ମହାସମରରେ ଆଜି ରାଜସ୍ଥାନକୁ ଭେଟିବ କୋଲକାତା । ପ୍ଲେଅଫରେ ପହଞ୍ଚିବା ଲାଗି କୋଲକାତାକୁ ଆଜି ବଡ଼ ବିଜୟ ଆବଶ୍ୟକ ରହିଛି । କେକେଆର୍ ସଂପ୍ରତି ୧୩ ମ୍ୟାଚ୍ରୁ ୬ ବିଜୟ ପାଇ ଚତୁର୍ଥ ସ୍ଥାନରେ ରହିଛି। ରନ୍ରେଟ୍ରେ ମଧ୍ୟ ଏହି ଦଳ ଗତଥରର ବିଜେତା ମୁମ୍ବାଇ ଇଣ୍ଡିଆନ୍ସଠାରୁ ଆଗରେ