ଆଜି ୟୁଏନଜିଏର ୭୬ ତମ ଅଧିବେଶନକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ମୋଦୀ
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସନ୍ଧ୍ୟା ୬.୩୦ ରେ ମିଳିତ ଜାତିସଂଘ ସାଧାରଣ ସଭା (ୟୁଏନଜିଏ) କୁ ସମ୍ବୋଧିତ କରିବେ। ଆତଙ୍କବାଦ, କରୋନା ଏବଂ ଜଳବାୟୁ ପରିବର୍ତ୍ତନ ଉପରେ ପ୍ରଧାନମନ୍ତ୍ରୀ ମୋଦୀ ବିଶ୍ୱକୁ ଏକ ବାର୍ତ୍ତା ଦେବେ।
ଆଜି ମିଳିତ ଜାତିସଂଘ ସାଧାରଣ ସଭାରେ!-->!-->!-->…
