ଅରିନ୍ଦମଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଓଟିଭି ରିପୋର୍ଟର ଅରିନ୍ଦମ ଦାସଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିଜ ଟ୍ୱିଟର ହ୍ୟାଣ୍ଡେଲରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି କି, କାର୍ୟ୍ୟରତ ଯୁବ ସାମ୍ବାଦିକ ଅରିନ୍ଦମ ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଶାର ସାମ୍ବାଦିକତା ଜଗତ!-->…
