ଆନ୍ଧ୍ରରେ ବର୍ଷା ବିତ୍ପାତ, ୮ ମୃତ, ୧୨ ନିଖୋଜ
ହାଇଦ୍ରାବାଦ: ଆନ୍ଧ୍ରପ୍ରଦେଶରେ ବର୍ଷା ବିତ୍ପାତ । ଲଗାଣ ବର୍ଷାରେ ବେହାଲ ହୋଇଛି ପୁରା ରାଜ୍ୟ । ଆନ୍ଧ୍ରପ୍ରଦେଶରେ ତିନିଟି ଜିଲ୍ଲା ରୟାଲାସିମା ଏବଂ ଦକ୍ଷିଣ ଉପକୂଳ ଜିଲ୍ଲାରେ ପ୍ରବଳ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ବର୍ଷା ଜନିତ ଘଟଣାରେ ରାଜ୍ୟରେ ଏଯାବତ୍ ଅତି କମରେ ଆଠ!-->…
