Odia News Portal

ଗିରଫ ହେଲେ ଥାନାବାବୁ

ଭୁବନେଶ୍ୱର: ମାଲକାନଗିରି ଜିଲ୍ଲା ମୋଟୁ ଥାନା ଆଇଆଇସି ସୁଶାନ୍ତ ସାହୁ ଗୁରୁବାର ଗିରଫ ହୋଇଛନ୍ତି। ଭିଜିଲାନ୍ସ ତାଙ୍କୁ ଗିରଫ କରିଥିବା ନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି। ଗତକାଲି ସୁଶାନ୍ତଙ୍କଠାରୁ ୨ ଲକ୍ଷ ୮୦ ହଜାର ଟଙ୍କା ମିଳିଥିଲା। ଭିଜିଲାନ୍ସ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ,

ତୃତୀୟ ଲହରକୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟ ବିଶେଷଜ୍ଞ

ଭୁବନେଶ୍ୱର: କରୋନାର ଦ୍ୱିତୀୟ ଲହରର ପ୍ରଭାବ ଧିରେ ଧିରେ କୁମଥିବା ବେଳେ ତୃତୀୟ ଲହରକୁ ନେଇ ସବୁଠି ଆରମ୍ଭ ହୋଇଛି ଚର୍ଚ୍ଚା । ଦ୍ୱିତୀୟ ଲହର ଅପେକ୍ଷା ତୃତୀୟ ଲହର ଅଧିକ ମାରତ୍ମକ ହେବ । ଶିଶୁଙ୍କ ପ୍ରତି ଅଧିକ ଘାତକ ସାଜିବ ବୋଲି ମଧ୍ୟ କୁହାଯାଉଛି । ତେବେ ଏଭଳି ସ୍ଥଳେ ତୃତୀୟ ଲହରକୁ ନେଇ

ବାବୁଙ୍କ କାରସାଦି, ଇଞ୍ଜିନିୟର ଭାବେ ଖଟୁଥିବା କର୍ମଚାରୀଙ୍କର ଖାତା ଖତିଆନା ନାହିଁ

ଭୁବନେଶ୍ୱର : ଚାକିରି ଇଞ୍ଜିନିୟର । ଦରମା ମାସକୁ ୩୦ ରୁ ୩୫ହଜାର ଟଙ୍କା । ହେଲେ ଯନ୍ତ୍ରୀଙ୍କ ଇଏସଆଇ ଇପିଏଫ୍‍ ନଥିବାରୁ ଖାତା ଖତିଆନା କିଛି ନାହିଁ । କେବଳ ଯନ୍ତ୍ରୀ ନୁହନ୍ତି ନଗର ଉନ୍ନୟନ ବିଭାଗରେ ରାଜଧାନୀରୁ ମ୍ୟୁନିପାଲିଟି ଯାଏ ନିଯୁକ୍ତ ହୋଇ ମାଳ ମାଳ ଠିକା ବାବୁଙ୍କର ଏଭଳି ଅବସ୍ଥା

ଆଜି ଆମେରିକା ଉପରାଷ୍ଟ୍ରପତି କମଲା ହାରିସଙ୍କୁ ଭେଟିବେ ମୋଦୀ

ଓ୍ୱାଶିଂଟନ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନି ଦିନିଆ ଗସ୍ତରେ ଆମେରିକାରେ ପହଞ୍ଚିଛନ୍ତି। ଏହି ଗସ୍ତରେ ପ୍ରଧାନମନ୍ତ୍ରୀ ଅନେକ କାର୍ୟ୍ୟକ୍ରମରେ ଅଂଶଗ୍ରହଣ କରିବେ । ପ୍ରଧାନମନ୍ତ୍ରୀ ମୋଦି ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ସମେତ ଅନ୍ୟ ବିଶ୍ୱ ନେତାଙ୍କ ସହ ଆଲୋଚନା କରିବେ ଏବଂ

୪ ଦେଶୀ ବନ୍ଧୁକ ସହ ୩ ଗିରଫ

ସମ୍ବଲପୁର: ସମ୍ବଲପୁର ପୁଲିସକୁ ମିଳିଛି ବଡ ସଫଳତା । ୪ଟି ଦେଶୀ ବନ୍ଧୁକ ସହିତ ୩ ଜଣ ବନ୍ଧୁକ ଚୋରାଚାଲାଣକାରୀଙ୍କୁ ଗିରଫ କରିଛି ସମ୍ବଲପୁର ପୋଲିସ । ବିଭିନ୍ନ ସ୍ଥାନରେ ଯୁଜୁମରା ପୋଲିସ ପକ୍ଷରୁ ଚଢାଉ କରାଯାଇଥିଊର । ଏହି ଚଢାଉ ସମୟରେ ପୋଲିସକୁ ୪ଟି ଦେଶୀ ବନ୍ଧୁକ ମିଳିଥିବା ବେଳେ ପୋଲିସ ୩

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ରାଜ୍ୟରେ ଗୁରୁବାର ଦିନକ ମଧ୍ୟରେ ୬୪୪ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୩୭୫ ଏବଂ ସ୍ଥାନୀୟ ସଂକ୍ରମିତ ୨୬୯ ରହିଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ ବୟସର ପିଲା ଓ କିଶୋର ୭୨ ଜଣ ରହିଛନ୍ତି। ରାଜ୍ୟର ଅନୁଗୁଳ

ରାଜ୍ୟରେ ଆଉ ୭ କରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଦିନକ ମଧ୍ୟରେ ଆଉ ୭ ଜଣ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଅନୁଗୁଳ, କଟକ, ଯାଜପୁର, ଖୋର୍ଦ୍ଧା  ଜିଲାରୁ ଜଣେ ଲେଖାଏଁ ମୃତକ ରହିଛନ୍ତି। ସେହିଭଳି ନବରଙ୍ଗପୁର, ପୁରୀ ଓ ସୁନ୍ଦରଗଡ ଜିଲାରେ ମଧ୍ୟ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

ଓଲଟିଲା ବସ୍, ୭ ଗୁରୁତର, ୪୦ରୁ ଅଧିକ ଆହତ

ଗଂଜାମ: ପୁଣି ଓଲଟିଲା ଯାତ୍ରୀବାହୀ ବସ୍‌। ବସ୍‌ ଓଲଟି ୭ ଗୁରୁତର, ୪୦ ଆହତ। ସୋରଡା ନିକଟ କୁଲାଙ୍ଗୀଠାରେ ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟି ପଡିଥିଲା। ଭାରସାମ୍ୟ ହରାଇ ମଝି ରାସ୍ତାରେ ଓଲଟିଲା ନୀଳକଣ୍ଠ ନାମକ ଘରୋଇ ବସ୍। ଦୁର୍ଘଟଣାରେ ଡ୍ରାଇଭର ସମେତ ୧୨ ଆହତ ହୋଇଥିବା ଜଣାପଡିଛି।

ଟିକାକରଣ ଆଉ ଏକ ରେକର୍ଡ କଲା ଓଡିଶା

ଭୁବନେଶ୍ୱର: ଓଡ଼ିଶା ଟିକାକରଣ କ୍ଷେତ୍ରରେ ଆଉ ଏକ ରେକର୍ଡ ସୃଷ୍ଟି କରିଛି । ଟିକାକରଣ କ୍ଷେତ୍ରରେ ଗୋଟିଏ ପରେ ଗୋଟିଏ ମାଇଲଖୁଣ୍ଟ ଅତିକ୍ରମ କରୁଛି ଓଡିଶା । ବୁଧବାର ପୁଣି ଥରେ ରାଜ୍ୟରେ ଟିକାକରଣ ସଂଖ୍ୟା ୪ଲକ୍ଷ ଅତିକ୍ରମ କରିଛି । ଗୋଟିଏ ଦିନରେ ୪ଲକ୍ଷ ୫ହଜାର ୪୫୩ ହିତାଧିକାରୀ ଟିକା

ଗୋଟିଏ କ୍ଲିକରେ ପଢନ୍ତୁ ୨୦ଟି ବଡ଼ ଖବର

୧-ହାଇଦ୍ରାବାଦ ବିପକ୍ଷରେ ଦିଲ୍ଲୀର ଦମଦାର ବିଜୟ । ୮ ୱିକେଟରେ ମ୍ୟାଚ୍ ଜିତିଲା ଦିଲ୍ଲୀ । ୨-ରାଜ୍ୟ ସରକାର ଗୁଡିକୁ କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ । କରୋନାରେ ମୃତ୍ୟୁ ହେଲେ ପରିବାରବର୍ଗଙ୍କୁ ଦିଆଯିବ ୫୦ହଜାର ଟଙ୍କା । ୩-ସୀମା ବିବାଦର ସମାଧାନ ପାଇଁ ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କୁ