Odia News Portal

ସ୍ମରଣଶକ୍ତି ବୃଦ୍ଧି ପାଇଁ କରନ୍ତୁ ଏହି କାମ

ବହୁତ ସମୟରେ କମ ବୟସରୁ ଲୋକେ କଥା, ଜିନିଷ, କାମ କରିବା ଭୁଲିଯାଆନ୍ତି। ଏହି ସମସ୍ୟା ସ୍ମରଣ ଶକ୍ତି କମ ପାଇଁ ହୋଇଥାଏ। ଶରୀରରେ କୌଣସି ଆଘାତ, ରୋଗ କିମ୍ବା ପୋଷକ ତତ୍ୱ କମ ଥିଲେ ଏହି ସମସ୍ୟା ଦେଖାଦିଏ। ଜାଣନ୍ତୁ କିଛି ଘରୋଇ ତରିକା ଯାହାକୁ ଆପଣାଇ ଆପଣ ଏହି ସ୍ମରଣ ଶକ୍ତି ହୀନତା ସମସ୍ୟାରୁ…

ନିୟମିତ ବୁଟ ଖାଇବା ଦ୍ୱାରା ଏହି ସବୁ ଫାଇଦା ହୋଇଥାଏ

ପ୍ରାୟ ସମସ୍ତଙ୍କ ଘରେ କଳା ଚଣା ବା ବୁଟ ଖିଆଯାଏ। ଏହାକୁ ବତୁରାଇ ଖାଇବା ସ୍ୱାସ୍ଥ୍ୟ ପକ୍ଷେ ବହୁତ ହିତକର। ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ଅନୁଯାୟୀ ପ୍ରତିଦିନ ସକାଳୁ ଗୋଟିଏ ମୁଠା ବୁଟ ଖାଇବା ସ୍ୱାସ୍ଥ୍ୟ ପାଇଁ ବହୁତ ଲାଭକାରୀ। କିନ୍ତୁ ଅଧିକ ମାତ୍ରାରେ ଖାଇଲେ ପେଟ ସମସ୍ୟା ହୋଇପାରେ।…

ଟିକା ନେଇ ନଥିଲେ ମିଳିବନି ମଦ

କରୋନା ମହାମାରୀ ବିରୋଧରେ ଲଢିବାକୁ ଟିକାକରଣକୁ ପ୍ରାଧାନ୍ୟ ଦିଆଯାଉଛି । ତେବେ ଗୁରୁବାର କୋ-ୱିନ୍ ଆପରୁ ମିଳିଥିବା ରିପୋର୍ଟ ଅନୁସାରେ ଦେଶରେ ୧ ଶହ ୧୫ କୋଟି ଲୋକ ଟିକା ନେଇସାରିଲେଣି । ମାତ୍ର କିଛି ଲୋକ ଟିକାର ଉଭୟ ଡୋଜ ବା ଗୋଟିଏ ଡୋଜ ବି ନେଇନାହାନ୍ତି । ସେଥିପାଇଁ ସେମାନଙ୍କୁ ସଚେତନ…

ଶନିବାର ମୁଖ୍ୟମନ୍ତ୍ରୀଙ୍କ ଅନୁଗୋଳ ଗସ୍ତ

ଅନୁଗୋଳ ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶନିବାର ଦିନ ପ୍ରାୟ ୧୧ଟା ୩୦ ମିନିଟ୍ ସମୟରେ ହେଲିକାପ୍ଟର ଯୋଗେ ଅନୁଗୋଳ ଷ୍ଟାଡିୟମରେ ପହଞ୍ଚି BSKY କାର୍ଡ଼ ବଣ୍ଟନ କରିବାର କାର୍ଯ୍ୟକ୍ରମ ରହିଛି । ଷ୍ଟେଜ ଉପରେ ୫ଟି ବ୍ଲକର ୫ ଜଣଙ୍କୁ କାର୍ଡ ବଣ୍ଟନ କରିବା ସହ ଜିଲ୍ଲାରେ ମୋଟ…

ବିଜେପିରେ ମିଶିଲେ ସଞ୍ଜୀବ ସାହୁ

ବିଜେପିରେ ମିଶିଲେ ପୂର୍ବତନ ମନ୍ତ୍ରୀ ସଞ୍ଜୀବ ସାହୁ । କିଛି ଦିନ ତଳେ ବିଜେଡିରୁ ଇସ୍ତଫା ଦେଇଥିଲେ ସଞ୍ଜୀବ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଅନ୍ୟ ବରିଷ୍ଠ ନେତାଙ୍କ ଉପରସ୍ଥିତିରେ ସେ ବିଜେପିରେ ସାମିଲ ହୋଇଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ଆଠମଲ୍ଲିକରୁ ୨୦୦୯ ଏବଂ ୨୦୧୪…

କାର୍ତ୍ତିକ ପୂର୍ଣ୍ଣିାରେ ସୁନାବେଶ

ପବିତ୍ର କାର୍ତ୍ତିକ ପୁଣ୍ଣିମାରେ କରୋନା କଟକଣା ପାଇଁ ଚଳିତ ବର୍ଷ ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କୁ ଦର୍ଶନ ବାରଣ କରାଯାଇଛି । ଫଳରେ ବାହାରୁ ପତିତପାବନ ଦର୍ଶନ କରି ଭକ୍ତଙ୍କୁ ସନ୍ତୁଷ୍ଟ ହେବାକୁ ପଡ଼ୁଛି । ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ରାଜାରାଜେଶ୍ୱର ତଥା ସୁନା ବେଶ । କାର୍ତ୍ତିକ…

ଆଗାମୀ ୨୪ ଘଣ୍ଟା ମଧ୍ୟରେ ୪ ଜିଲ୍ଲାରେ ବର୍ଷା ସମ୍ଭାବନା

ଅବପାତର ରୂପ ନେଇ ତାମିଲନାଡୁ ମୁହାଁ ହେଲା ଦକ୍ଷିଣ ପଶ୍ଚିମ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ । ଯାହାଫଳରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡିଶାର ୪ଟି ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡା ଏବଂ ଗଜପତିରେ ହାଲକା ଧରଣର ବର୍ଷା ହେବ ବୋଲି ଆକଳନ କରାଯାଇଛି । ଏହା ଛଡ଼ା…

ଭାରି ପଡିଲା ମହିଳା ସହକର୍ମୀଙ୍କୁ ଅଶ୍ଳୀଳ ମେସେଜ

ଜଣେ ମହିଳା ସହକର୍ମୀଙ୍କୁ ଅଶ୍ଳୀଳ ମେସେଜ୍ ଏବଂ ଏକ ଅନୁପଯୁକ୍ତ ଫଟୋ ପଠାଇବା ଅଭିଯୋଗରେ କ୍ରିକେଟ୍ ଅଷ୍ଟ୍ରେଲିଆ ଦ୍ୱାରା ଯାଞ୍ଚ କରିବା ପରେ ଶୁକ୍ରବାର ଦିନ ଅଷ୍ଟ୍ରେଲିଆ କ୍ରିକେଟ୍ ଦଳର ଅଧିନାୟକ ପଦରୁ ଟିମ୍ ପେଏନ୍ ଇସ୍ତଫା ଦେଇଛନ୍ତି। ସେ କହିଛନ୍ତି "ଆଜି ମୁଁ ଅଷ୍ଟ୍ରେଲୀୟ ପୁରୁଷ ଟେଷ୍ଟ…

୩ଟି ନୂଆ କୃଷି ଆଇନ ପ୍ରତ୍ୟାହାର କଲେ ପ୍ରଧାନମନ୍ତ୍ରୀ

ଆଜି ଦେଶବାସୀଙ୍କୁ ସମ୍ବୋଧିତ କରି କୃଷି ଆଇନକୁ ନେଇ ବଡ଼ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୩ କୃଷି ଆଇନର ପ୍ରତ୍ୟାହାର ନେଇ ଘୋଷଣା କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି, ତାଙ୍କ ସରକାର ୩ଟି କୃଷି ଆଇନକୁ ପ୍ରତ୍ୟାହାର କରି ନେଉଛନ୍ତି । ସେ ଯାହା କରୁଛନ୍ତି…

ବିଗବସ ହାଉସକୁ ଆଉ ଆସିବେ କି ନାହିଁ ସମିତା ସେଟ୍ଟୀ

‘ବିଗ୍ ବସ୍ ୧୫’ର ସୋମବାର ଏପିସୋଡରେ ଶମିତା ଶେଟ୍ଟୀଙ୍କୁ ଅସୁସ୍ଥତା ହେତୁ ଘରୁ ବାହାର କରି ଦିଆଯାଇଥିଲା। କିଛି ଦିନ ଧରି ଶମିତାଙ୍କ ସ୍ୱାସ୍ଥ୍ୟବସ୍ଥା ଭଲ ନଥିଲା। ଏହା ପୂର୍ବରୁ କୁହାଯାଇଥିଲା ଯେ ଶମିତା ୧-୨ ଦିନରେ ଶୋ’କୁ ଫେରି ଆସିବେ କିନ୍ତୁ ସେ ଏପର୍ଯ୍ୟନ୍ତ ବାହାରେ ଅଛନ୍ତି। ଶମିତା…