ଓଡ଼ିଶା ହାଇକୋର୍ଟରେ ତିନି ନୂଆ ବିଚାରପତିଙ୍କ ଶପଥ ଗ୍ରହଣ
କଟକ: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ୍ ମୃଗାଙ୍କ ଶେଖର ସାହୁ, ଜଷ୍ଟିସ୍ ରାଧାକ୍ରିଷ୍ଣ ପଟ୍ଟନାୟକ ଓ ଜଷ୍ଟିସ୍ ଶଶିକାନ୍ତ ମିଶ୍ର ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟ ନୂଆ କନଫରେନ୍ସ ହଲ୍ରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ.ମୁରଲୀଧର!-->…
