ଝାନସୀରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ୧୧ ମୃତ
ଉତ୍ତରପ୍ରଦେଶ: ଝାନସୀ ଜିଲ୍ଲାରେ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଟ୍ରାକ୍ଟର ଓଲଟି ପଡ଼ିବାରୁ ୭ ଜଣ ମହିଳା ଏବଂ ୪ ଜଣ ଶିଶୁଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଛନ୍ତି। ଚିରାଗାଓଁ ଅଞ୍ଚଳର ଭଣ୍ଡେରା ରାସ୍ତାରେ ତୀର୍ଥଯାତ୍ରୀମାନେ ଦଶହରା ପୂଜା ପରେ ନିଜ ଗାଁକୁ ଫେରୁଥିବା ବେଳେ!-->…
